Breaking News

ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||     

ପଦ୍ମପୁର ଲାଇନ୍ସ ଭବନ ରେ ଲାଇନ୍ସ କ୍ଲବ ର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ |

21-Jul-2025

ପଦ୍ମପୁର ଲାୟନ୍ସ ଭବନ ରେ ଲାୟନ୍ସ କ୍ଲବର ଶପଥ ଗ୍ରହଣ ସମାରୋହ ।

ଓଡିଶା ଜନମତ,ପଦ୍ମପୁର, ନିରୋଜ କୁମାର ପାଣୀ,     ତା ୨୧ ୵ ୭:

ପଦ୍ମପୁର ସହର ସ୍ଥିତ ଲାୟନ୍ସ ଭବନ ରେ ପ୍ରୀତମ ମେହେର ଙ୍କ ସଭାପତିତ୍ୱ ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହ କୁ ଦ୍ୱାଦଶ ପ୍ରଧାନ ସଂଯୋଜନା କରିଥିବା ବେଳେ ବିନୋଦ ବିହାରି ମିଶ୍ର ବିବରଣୀ ପଠନ କରିଥିଲେ। ମୁଖ୍ୟ ଅତିଥି ଭାବରେ ପ୍ରଦୀପ ଅଗ୍ରୱାଲ ଯୋଗଦେଇଥିଲେ । ନବ ନିଯୁକ୍ତ ସଭାପତି ପ୍ରୀତମ ମେହେର, ସମ୍ପାଦକ ସୌମ୍ୟାଜିତ ପାଢ଼ି, କୋଷାଧ୍ୟକ୍ଷ ସଦାନନ୍ଦ ପୁରୋହିତ ଓ ନୂତନ କର୍ମକର୍ତ୍ତା ଙ୍କୁ ଲାୟନ୍ ଚିତ୍ତ ରଞ୍ଜନ ଦାଶ ଶପଥ ପାଠ କରାଇଥିଲେ। ଲାୟନ୍ ବେଣୁମାଧବ ଦୋରା, ରାଧା ମାଧବ ଦୋରା, ବିଷ୍ଣୁ ନାରାୟଣ ଦୋରା,ର  ସନ୍ତୋସିନୀ ରଥ ରାଜେନ୍ଦ୍ର ମେହେର ହିମାଂଶୁ ଶେଖର ଯୋଶୀ, ସୁନିଲ ଅଗ୍ରୱାଲ, ଭାରତୀ ପଟ୍ଟନାୟକ, ଶାଶ୍ୱତ ଦାଶ,ରାଜେନ୍ଦ୍ର ମେହେର, ଶ୍ରୀକାନ୍ତ ମିଶ୍ର, ହରିବୋଲ ସାହୁ ଓ ପାଇକମାଲ, ଦୀପ୍ତିପୁର, ପାଟଣାଗଡ଼ ର ପ୍ରମୁଖ ନେତୃ ମଣ୍ଡଳୀ ଯୋଗଦେଇଥିଲେ। ଶେଷରେ ମୁଖ୍ୟ ଅତିଥି ପ୍ରଦୀପ ଅଗ୍ରୱାଲ ଙ୍କ ସିଲେଇ ତାଲିମ କେନ୍ଦ୍ର ସକ୍ଷମ ଦିଦି ର ଉଦଘାଟନ କରାଯାଇଥିଲା। ଶେଷରେ ସମ୍ପାଦକ ସୌମ୍ୟଜିତ ପାଢି ଧନ୍ୟବାଦ ଦେଇଥିଲେ।

News Comment

You Might Also Like

BACK TO TOP