Breaking News

ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||     

ମଧୁମେହ ରୋଗଉପରେ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

21-Jul-2025

ମଧୁମେହ ସଚେତନା ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ,

ଓଡିଶା ଜନମତ ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ମଧୁମେହ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି ମଧୁମେହରୁ ମୁକ୍ତ ପାଇଁ ବ୍ରାହ୍ମ ମୁହୂର୍ତ୍ତରେ ଶଯ୍ୟାତ୍ୟାଗ କରି ଉଷ୍ଣଜଳରେ ଲେମ୍ବୁ ଲୁଣ ସର୍ବତ ପାନ, ପ୍ରାତଃ ଭ୍ରମଣ,ଯୋଗାସନ, ପ୍ରାଣାୟାମ କରିବେ l ଖାଦ୍ୟରେ ଗଜାମୁଗ, ସୋଲା, ବିଟ, ଗାଜର, ମୂଳା, ପିଆଜ, କାକୁଡି ସାଲାଡ଼ ପଚିଶ ପ୍ରତିଶତ ଖାଇବେ, ତେଲ, ଆମିଷ, କ୍ଷୀର ଜାତୀୟ ସମସ୍ତ ଖାଦ୍ୟ ବର୍ଜନ ଓ ଚିନ୍ତା ମୁକ୍ତ ଜୀବନ ବିତାଇଲେ ଶୀଘ୍ର ମଧୁମେହ,ରକ୍ତଚାପ, କୋଲେଷ୍ଟେରଲ୍ ଭଲ ହେଉଥିବା ସୂଚନା ଦେଇଥିଲେ l 
ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀ ରୋଗ ଆଦିର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଦେଇଥିଲେ l ରୋଗୀଙ୍କୁ ଔଷଧ ବିତରଣ କରାଯାଇଥିଲା l ଶିବିର ପରିଚାଳନାରେ ସହଯୋଗ କରିଥିଲେ ଡି.ଶ୍ରୀନିବାସ ରାଓ l ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଅନୁରୋଧ କରିଛନ୍ତିl 
ଡ଼ଃ ନକୁଳ ସାହୁ, ଫୋନ 9861450612

News Comment

You Might Also Like

BACK TO TOP