Breaking News

ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||     

ପୋଲସରା ଗୋପବନ୍ଧୁ ହାଇସ୍କୁଲ ଛକ ରେ ଥିବା ପରିବା ବ୍ୟବସାୟୀ ଙ୍କୁ ସଙ୍ଘ ବଦ୍ଧ ଆକ୍ରମଣ |

22-Jul-2025

ପରିବା ଦୋକାନୀ କୁ ଧାରୁଆ ଅସ୍ତ୍ର ରେ ସଂଘବଧ ଆକ୍ରମଣ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥାନାନ୍ତର,

 ଓଡିଶା ଜନମତ,  ପୋଲସର  ସନ୍ତୋଷ କୁମାର ପଣ୍ଡା,ତା-23/07/25,

ଗଞ୍ଜାମ ଜିଲ୍ଲା ପୋଲସରା ସହର ଗୋପବନ୍ଧୁ ହାଇସ୍କୁଲ ଛକ ନିକଟ ପରିବା ଦୋକାନ ରେ ବସିଥିବା ଦୋକାନୀ କୁ ଧାରୁଆ ଅସ୍ତ୍ରରେ ସଂଘବଧ ଆକ୍ରମଣ ହୋଇଛି l ତିନି ରୁ ଉର୍ଦ୍ଧ ମୁଖା ପିନ୍ଧା ଦୁର୍ବୁତ୍ତ ଆସି ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ l ଆକ୍ରମଣ ରେ ଗୁଡ଼ୁ ସାହୁ ନାମକ ଯୁବକ ଗୁରୁତର ହୋଇଥିବା ବେଳେ ତାଙ୍କୁ ପ୍ରଥମେ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ଏମକେସିଜି ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି l ତେବେ ଆକ୍ରମଣ ରେ ପ୍ରକୃତ କାରଣ ଅସ୍ପଷ୍ଟ ରହିଥିବା ବେଳେ କିଏ ଓ କାହିଁକି ଗୁଡ଼ୁ ଙ୍କୁ ଆକ୍ରମଣ କଲା ତାହାର ତଦନ୍ତ କରୁଛି ପୋଲିସ l

News Comment

You Might Also Like

BACK TO TOP