Breaking News

କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||     

ପୋଲସରା ରେ ସଙ୍ଘ ବଦ୍ଧ ଆକ୍ରମଣ ରେ ମୃତ୍ୟୁ ବରଣ କରିଥିବା ପାଞ୍ଚ ଅଭିଯୁକ୍ତ ଗିରଫ ଉପରେ ଏସଡ଼ିପିଓ ଙ୍କ ସାମ୍ବାଦିକ ସମ୍ମିଳନୀ |

23-Jul-2025

ପୋଲସରା  ସଂଘବଦ୍ଧ ଆକ୍ରମଣ ରେ ଗୁଡ଼ୁ ମୃତ୍ୟୁ ଘଟଣା :- ୫ ଅଭିଯୁକ୍ତ ଗିରଫପରେ କୋର୍ଟ ଚାଲାଣ କଲା ପୁଲିସ, ବ୍ୟବହୃତ ଖଣ୍ଡା କାତି ଜବତ,

ଓଡିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
୨୩/୭/୨୫ 

ପୋଲସରା ଥାନା ନିକଟ କଳମ୍ବ ସାହି ଛକ ସ୍ଥିତ ଏକ ପରିବା ଦୋକାନରେ  ମଙ୍ଗଳ ବାର ସକାଳେ ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ଘଟିଯାଇଛି । ଏହି ହତ୍ୟାକାଣ୍ଡରେ ଗୁଡ଼ୁ ଓରଫ ରାକେଶ ପ୍ରଧାନ  ମୃତ୍ୟୁବରଣ କରିଛି । ଉକ୍ତ ହତ୍ୟା କାଣ୍ଡରେ ସମ୍ପୃକ୍ତ ଥିବା ୫ଜଣ ଅଭିଯୁକ୍ତ ଙ୍କୁ ପୁଲିସ ଆଜି ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ପୋଲସରା ଥାନା ମାଧବପୃଷ୍ଟି ସାହିର ନାନକ ଜେନା (୨୩),ରୁଦ୍ରପ୍ରସାଦ ସାହୁ (୧୯), ବାବୁ ପ୍ରଧାନ (୩୨) ଓ ମାଳି ସାହିର ସୁଦାମ ମହାପାତ୍ର (୨୧)କୁଆନନ୍ଦ ଗ୍ରାମର ରାଜା ଜେନା (୨୨)  ପ୍ରମୁଖ ଯୁବକ ମାନେ ଗୁଡ଼ୁ  ଓରଫ ରାକେଶ ପ୍ରଧାନ ହତ୍ୟାକାଣ୍ଡ ରେ ସାମିଲ ଥିବା ନେଇ ପୁରୁଷୋତ୍ତମ ପୁର ଏସଡିପିଓ  ସୁଜିତ କୁମାର ନାୟକ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ପ୍ରଦାନ କରିଛନ୍ତି । ପୂର୍ବ ଶତ୍ରୁତା କୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ ସୂଚନା ପ୍ରଦାନ କରିଛି ।ଅଭିଯୁକ୍ତ ମାନଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ ହୋଇଥବା ଦୁଇଟି ଖଣ୍ଡା କାତି ଜବତ କରିଛି । ଅଭିଯୁକ୍ତ ମାନଙ୍କ ବିରୁଦ୍ଧରେ ବହୁ ଅପରାଧିକ ମାମଲା ରହିଛି ବୋଲି ପୁଲିସ ସୂଚନା ଦେଇଛି । ଏବଂ ଉଭୟଙ୍କ ମଧ୍ୟରେ ବିଭିନ୍ନ ଘଟଣାକୁ ନେଇ ବାରମ୍ବାର ଉଭୟ ପକ୍ଷରୁ ଅଭିଯୋଗ ପୋଲସରା ଥାନାରେ ହୋଇଛି।ଉକ୍ତ ହତ୍ୟାକାଣ୍ଡକୁ ନେଇ ମୃତକ ଙ୍କ ସମ୍ପର୍କୀୟ ଭାଇ ଜାନକୀ ପ୍ରଧାନ (୩୯)ପୋଲସରା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲସରା ଥାନାଧିକାରୀ କୌଶିକ ମାଝୀ  ଏନେଇ ୫୨୦/୨୫ ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ପ୍ରମୁଖ ୫ ଗିରଫ ବ୍ୟକ୍ତିଙ୍କୁ  ଆଜି ସନ୍ଧ୍ୟା ସମୟରେ କୋର୍ଟ ଚାଲାଣ କରାଯାଇଛି,ଯାହାକୁ ନେଇ ଏସ ଡି ପି ଓ ସୁଜିତ ନାୟକ ସୂଚନା ଦେଇଛନ୍ତି ।

News Comment

You Might Also Like

BACK TO TOP