Breaking News

ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||     

ଖଲ୍ଲିକୋଟ ପୋଲିସ ପକ୍ଷରୁ ବିପୁଳ ପରିମାଣର ମଦ ଜବତ |

24-Jul-2025

ଖଲ୍ଲିକୋଟ ପୋଲିସ ପକ୍ଷରୁ ବିପୁଳ ପରିମାଣର ମଦ ଜବତ।

ଓଡିଶା ଜଜନ ମମତ, ବ୍ରହ୍ମପୁର, କୈଳାଶ ଚୌଧୁରୀ,

ଖଲ୍ଲିକୋଟ ଥାନା ପୋଲିସ୍ କୌଣସି ସୁତ୍ରରୁ ଖବର ପାଇ ନିର୍ମଳଝର ଛକରେ ଛକି ରହି ଏକ କାର୍ କୁ ଅଟକାଇ ଯାଞ୍ଚ କରିଥିଲେ। ଉକ୍ତ କାର୍ ଭିତରେ ବିପୁଳ ପରିମାଣର ଦେଶୀ ମହୁଲି ମଦ ମହଜୁଦ ଥିଲା। ଯାହାର ପରିମାଣ ୭୨୦ ଲିଟର ବୋଲି ଜଣାପଡିଛି। ପୋଲିସ ଉକ୍ତ ମଦ ଓ ଚାଲାଣ ହେଉଥିବା କାର୍ ଜବତ କରିବା ସହ ଚାଳକ ଉପେନ୍ଦ୍ର ସାହୁ କୁ ନେଇ ଥାନା ରେ ଜେରା କରୁଛନ୍ତି।କାର୍ ଚାଳକ କୋଟିନଡା ଥାନା ଅଞ୍ଚଳର ହୋଇଥିବା ବେଳେ ଉକ୍ତ ମଦ ଖଲ୍ଲିକୋଟ ଥାନା ଅର୍ନ୍ତଗତ ଏକ ଆଦିବାସୀ ପଲି ଅଞ୍ଚଳରୁ ଆସ୍କା ଅଞ୍ଚଳକୁ ଚାଲାଣ ହେଉଥିବା ଶୁଣିବାକୁ ମିଳିଛି।

News Comment

You Might Also Like

BACK TO TOP