Breaking News

ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ନବଗତ ଛାତ୍ର, ଛାତ୍ରୀ ଙ୍କ ପ୍ରବେଶ ଉଚ୍ଚବ ପାଳିତ |

24-Jul-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ନବାଗତ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରବେଶ ଉତ୍ସବ।

ଓଡିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ୨୪/୦୭/୨୫ : 

ପୋଲସରା ବିଜ୍ଞାନ ମହାବଦ୍ୟାଳୟର ପରିସରରେ +୨, +୩ ଏବଂ ପି. ଜି ଶ୍ରେଣୀର ନବାଗତ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ "ପ୍ରବେଶ ଉତ୍ସବ ୨୦୨୫" ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କଲେଜର ପ୍ରିନ୍ସପାଲ ଡକ୍ଟର ଦିଲ୍ଲୀପ କୁମାର ନାୟକ ଅଧ୍ୟକ୍ଷତା କରି ଛାତ୍ରଛାତ୍ରୀମାନଙ୍କୁ ଶ୍ରୁଙ୍ଖଳିତ ହେବା ପାଇଁ ଉପଦେଶ ପ୍ରଦାନ କରିଥିଲେ। କଲେଜରେ ଛାତ୍ରଛାତ୍ରୀମାନେ କିପରି ସମସ୍ତ ସୁବିଧା ସୁଯୋଗ ସହଜରେ ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେବାକୁ ସମସ୍ତ ଅଧ୍ୟାପିକା/ଅଧ୍ୟାପକ ଓ କର୍ମଚାରୀବୃନ୍ଦଙ୍କୁ ପରାମର୍ଶ ଦେଇଥିଲେ। କଲେଜର ଉଭୟ +୨ ଏବଂ+୩ କଳା ଓ ବିଜ୍ଞାନ ଶ୍ରେଣୀର ପ୍ରଶାସନିକ ଅଧିକାରୀ ଡ଼କ୍ଟର ବିରଞ୍ଚି ନାରାୟଣ ରଥ ଏବଂ ରୁଦ୍ର ପ୍ରସାଦ ଗୌଡ଼ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କଲେଜରେ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ +୨ ଶ୍ରେଣୀର ଶୈକ୍ଷିକ ଅଧିକାରୀ ହରିଶ୍ଚନ୍ଦ୍ର ପାଇକ ଏବଂ+୩ ଶ୍ରେଣୀର ଅଧିକାରିଣୀ ଡକ୍ଟର ରୋଜିତା ମିଶ୍ର ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଭାରପ୍ରାପ୍ତ ଅଧିକାରୀ ଡ଼କ୍ଟର  ମନୋଜ କୁମାର ସାହୁ, ଲେପ୍ଟନାଣ୍ଟ ବିନତା  କୁମାରୀ ଦାଶ, ସେକ ଫରିଦ୍, ଅନୀଲ କୁମାର ଦାଶ, ପ୍ରକାଶ ଚନ୍ଦ୍ର ସାହୁ, ଖେଳ ଶିକ୍ଷକ ଦୀପକ କୁମାର ସ୍ବାଇଁ, ଲାଇବ୍ରେରୀଆନ୍ ପବିତ୍ର ମୋହନ ବାରିକ, ଅମିତ୍ କୁମାର ସାହୁ, ସୋନାଲି ସାହୁ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବିଭାଗର କାର୍ଯ୍ୟକାରିତା ତଥା ଉପଯୋଗିତା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ବିବରଣୀ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରିଥିଲେ। ଉକ୍ତ ପ୍ରବେଶ ଉତ୍ସବରେ ହରିଶ୍ଚନ୍ଦ୍ର ପାଇକ ମନ୍ତ୍ର ପାଠ କରିଥଲେ। ଧନ୍ୟବାଦ ପ୍ରଦାନ କରିଥିଲେ ଅନୀଲ କୁମାର ଦାଶ। ମଞ୍ଚ ପରିଚାଳନା କରିଥିଲେ ପ୍ରକାଶ ଚନ୍ଦ୍ର ସାହୁ। ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପିକା/ଅଧ୍ୟାପକ ଓ +୨, +୩ ଏବଂ ପି.ଜି ଶ୍ରେଣୀର ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ।

News Comment

You Might Also Like

BACK TO TOP