Breaking News

ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||     

ପୋଲସରା ଆଞ୍ଚଳିକ ବିଦ୍ୟାଳୟ ରେ ପ୍ରବେଶ ଉତ୍ସବ ଅନୁଷ୍ଠିତ |

25-Jul-2025

ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ,

ଓଡିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,

 ତା ୨୫/୦୭/୨୫ : 

ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ଦୁଇ ପ୍ରଥମ ବର୍ଷର ନବାଗତ ଛାତ୍ରୀମାନଙ୍କୁ ସ୍ୱାଗତ କରିବା ପାଇଁ ଜୁଲାଇ ୨୪ ତାରିଖ ଦିନ ବିଦ୍ୟାଳୟ ପରିସରରେ "ପ୍ରବେଶ ଉତ୍ସବ ୨୦୨୫" ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରିନ୍ସପାଲ ପ୍ରଦୀପ କୁମାର ପରମଗୁରୁ ଏହି ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଯୁକ୍ତ ଦୁଇ ପ୍ରଥମ ବର୍ଷରେ ୪୫୦ ରୁ ଉର୍ଦ୍ଧ୍ବ ଛାତ୍ରୀ ନାମ ଲେଖାଇଥିବା ବେଳେ ପ୍ରଥମ ଦିନରେ ଉପସ୍ଥିତ ଥିବା ୨୫୦ ଜଣ ଛାତ୍ରୀଙ୍କୁ ଫୁଲ ଓ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା। ପ୍ରିନ୍ସପାଲ ଏବଂ ଅଧ୍ୟାପିକା ଓ ଅଧ୍ୟାପକ ବୃନ୍ଦ ଛାତ୍ରୀମାନଙ୍କୁ ବିଦ୍ୟାଳୟର ନୀତିନିୟମ ଏବଂ ସରକାରୀ ନିୟମ ଓ ବିଭିନ୍ନ ଯୋଜନା ବିଷୟରେ ଅବଗତ କରାଇଥିଲେ। ଏଥିସହ ଶ୍ରେଣୀରେ ଅନୁଷ୍ଠିତ ଶିକ୍ଷାଦାନ କାର୍ଯ୍ୟକ୍ରମରେ ନିୟମିତ ଉପସ୍ଥିତ ରହି ଶୃଙ୍ଖଳିତ ଭାବେ ଶିକ୍ଷା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଅଧ୍ୟାପକ ଶିଶିରକାନ୍ତ ବିଷୋୟୀ, ମନୋଜ କୁମାର ପାଢୀ, ଧନିତ୍ରୀ ନାୟକ, ଡକ୍ଟର ଆଶିଷ କୁମାର ପ୍ରଧାନ, ଭାସ୍କର ସାହୁ, ମକରଧ୍ୱଜ ବରାଡ଼, ରାଜେନ୍ଦ୍ର ଦେବତା ଓ ସୁଶାନ୍ତ କୁମାର ପରିଡା ଏବଂ ଅଧ୍ୟାପିକା ଡକ୍ଟର ରଞ୍ଜିତା କୁମାରୀ ମିଶ୍ର, କେ. ଶ୍ରୀଦେବୀ ପାତ୍ର, ଶାରଦା କୁମାରୀ ପାତ୍ର, ସନ୍ଧ୍ୟା କୁମାରୀ ନାୟକ, ପ୍ରିୟମ୍ବଦା ଦାଶ, ମିନତୀ ପାଢ଼ୀ ଓ ମିନାକ୍ଷୀ ସାହୁଙ୍କ ସମେତ ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP