Breaking News

ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||     

ବୁଗୁଡ଼ା ପିପୁଲସ କଲେଜ ଓଡ଼ିଆ ବିଭାଗ ର ନବାଗତ ଙ୍କୁ ସ୍ୱାଗତ ||

25-Jul-2025

ପିପୁଲସ କଲେଜ ଓଡ଼ିଆ ବିଭାଗର ନବାଗତଙ୍କୁ ସ୍ୱାଗତ,

ଓଡିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା ୨୫/୦୭/୨୫ :

 ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ପିପୁଲସ କଲେଜର ଓଡିଆ ବିଭାଗ ପକ୍ଷରୁ ନବାଗତ ଛାତ୍ରଛାତ୍ରୀଙ୍କୁ ଜୁଲାଇ ୨୫ ତାରିଖ ଦିନ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜର ପ୍ରିନ୍ସପାଲ ଡକ୍ଟର ପୁରୁଷୋତ୍ତମ ମିଶ୍ରଙ୍କ ଅଧ୍ୟକ୍ଷତାରେ ଓଡ଼ିଆ ବିଭାଗର ନବାଗତ  ବିଦ୍ୟାର୍ଥୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଓଡିଆ ବିଭାଗ ମୁଖ୍ୟ ଡକ୍ଟର ହିମାଂଶୁ ଶେଖର ରଥ  ଅତିଥି ପରିଚୟ ପ୍ରଦାନ କରିଥିଲେ। ଅତିଥି ଭାବେ ଉପାଧ୍ୟକ୍ଷ ହରିକୃଷ୍ଣ ନାୟକ, ପ୍ରଶାସନିକ ଅଧିକାରୀ ଡକ୍ଟର ପ୍ରଦୀପ କୁମାର ଦାଶ, ଏକାଡେମୀକ ବର୍ସର୍ ମନୋଜ କୁମାର ଦାସ, ଓଡ଼ିଆ ବିଭାଗର ବରିଷ୍ଟ ଅଧ୍ୟାପକ ଡକ୍ଟର ସଞ୍ଜୟ କୁମାର ପ୍ରଧାନ, ଅଧ୍ୟାପକ ଦୁଷ୍ମନ୍ତ ପ୍ରଧାନ, ଅଧ୍ୟାପକ କିଶୋର ଚନ୍ଦ୍ର ଶବର   ମଞ୍ଚାସିନ ଥିଲେ। ଅନ୍ୟାନ୍ୟ ବିଭାଗର ବିଭାଗ ମୁଖ୍ୟ  ଡକ୍ଟର ଜୟରାମ ବିଷୋୟୀ, ଅକ୍ଷୟ କୁମାର ସାହୁ, ଆତ୍ମ ପ୍ରକାଶ ନାୟକ, ସୁଶାନ୍ତ କୁମାର ସାହୁ ପ୍ରଭୃତି ଆମନ୍ତ୍ରିତ ଅତିଥି ଗଣ ନବାଗତଙ୍କୁ  ଶୃଙ୍ଖଳାର ସହ ଅଧ୍ୟୟନ କରିବା ପାଇଁ ପରାମର୍ଶ ଦେଇଥିଲେ। ଶେଷରେ ଅଧ୍ୟାପକ କିଶୋର ଶବର ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP