Breaking News

ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||     

ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |

25-Jul-2025

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ପୋଲସରାର ବୃକ୍ଷରୋପଣ କାର୍ଯ୍ୟକ୍ରମ।,

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
  ତା -25 -07-2025:

ରିଖ ପୋଲସରା ରାଣିପଡା ସ୍ଥିତ ଶ୍ରୀ ରାମ ମନ୍ଦିର ନିକଟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ଅନୁଷ୍ଠାନର ସ୍କାଉଟ, ଗାଇଡ଼ ଶିଶୁ ଭାଇ, ଭଉଣୀଙ୍କ ସମେତ ଅନୁଷ୍ଠାନର ସଭାପତି ଯଦୁନାଥ ମିଶ୍ର,ଉପସଭାପତି ପ୍ରମୁଖ କୁମାର ପ୍ରଧାଳ, ସମ୍ପାଦକ ଦୁର୍ଗାପ୍ରସାଦ ମହାପାତ୍ର, ଯୁଗ୍ମ ସମ୍ପାଦକ ଅରୁଣ କୁମାର ଜେନା ପ୍ରମୁଖ କର୍ମକର୍ତ୍ତାମାନେ ଅ°ଶ ଗ୍ରହଣକରି ମନ୍ଦିର ପରିସର ନିକଟରେ ବିଭିନ୍ନ ପ୍ରକାର ବୃକ୍ଷରୋପଣ କରିଥିଲେ I ଏହି ସମୟରେ ନିକଟରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ  ସନ୍ତୋଷ କୁମାର ପାଢ଼ୀ, ସ୍କାଉଟ ମାଷ୍ଟର  ନୀଳକଣ୍ଠ ମହାରଣା ,ଗାଇଡ଼ କ୍ୟାପଟେନ ଶ୍ରୀମତୀ ଉର୍ମିଳା ମାଝୀ ଉପସ୍ଥିତ ରହି ସହଯୋଗ କରିଥିଲେ I

News Comment

You Might Also Like

BACK TO TOP