Breaking News

ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||     

ଶେରଗଡ଼ ଥାନା ଏରିଆରେ ରେ ବୋମା ଓ ଗୁଳି ମାଡ଼ରେ ଦାଦା ପୁତୁରା ଗୁରୁତର |

26-Jul-2025

ବୋମା ଓ ଗୁଳି ମାଡ଼ରେ ଦାଦା ପୁତୁରା ଗୁରୁତର ଆହତ।

ଓଡିଶା ଜନମତ,ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,
ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ସୁନାନ୍ତର ଗ୍ରାମର ସରପଞ୍ଚ ଙ୍କ ପିତା ତଥା ପଥର ବ୍ୟବସାୟୀ ନିରଞ୍ଜନ ଯେନା ଘର ନିକଟସ୍ଥ ପୋଖରୀ ହୁଡ଼ାରେ ବସି ଅନ୍ୟ ମାନଙ୍କ ସହ କଥା ହେଉଥିଲା ବେଳେ ହଠାତ୍ ୩ ଟି ମୋଟରସାଇକେଲ ରେ ୬ ଜଣ ଯୁବକ ମୁହଁରେ କନା ବାନ୍ଧି ଆସି ଅତର୍କିତ ଭାବେ ନିରଞ୍ଜନ ଙ୍କ ଉପରେ ବୋମାମାଡ କରିଥିଲେ। ବୋମାମାଡ ପରେ ନିରଞ୍ଜନ ଘରକୁ ପଳେଇ ଯିବା ବେଳେ ଆକ୍ରମଣକାରୀ ଯୁବକ ମାନେ ତାଙ୍କୁ ଗୁଳି ମାଡ଼ କରିଥିଲେ।ତାର ପିଠି ଓ ଛାତିରେ ଗୁଳି ବାଜିଥିବା ଦେଖି ପୁତୁରା ମାନୁ ଯେନା ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଯୁବକ ମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ତାକୁ ମଧ୍ୟ ଆକ୍ରମଣ କରି ଯୁବକ ମାନେ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ଏହି ଭଳି ପରିସ୍ଥିତିରେ ଗାଁ ଲୋକେ ଉଭୟଙ୍କୁ ଚିକିତ୍ସା ପାଇଁ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ନିରଞ୍ଜନ କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଗଞ୍ଜାମ ଏସ୍ ପି, ଆସ୍କା ଏସ୍ ଡି ପି ଓ, ହିଞ୍ଜିଳି ଥାନା ଅଧିକାରୀ ଓ ଶେରଗଡ଼ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ଅନୁଧ୍ୟାନ କରୁଛନ୍ତି। ପୁର୍ବ ଶତୃତା କୁ ନେଇ ଏହି ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକଙ୍କଠାରୁ ଶୁଣିବାକୁ ମିଳିଛି।

News Comment

You Might Also Like

BACK TO TOP