Breaking News

ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||     

ହିଞ୍ଜିଳି ପୋଲିସ ଦ୍ୱାରା ବସଷ୍ଟାଣ୍ଡ ନିକଟରେ ଗୁରୁତର ଅବସ୍ଥାରେ ପଡ଼ିଥିବା ବ୍ୟକ୍ତିଙ୍କୁ ଉଦ୍ଧାର |

26-Jul-2025

ଗୁରୁତର ଆହତ ଯୁବକ କୁ ଉଦ୍ଧାର କରିଲେ ହିଞ୍ଜିଳି ପୋଲିସ।

ଓଡିଶା ଜନମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ,
ହଞ୍ଜିଳି ବସଷ୍ଟାଣ୍ଡ ପରିସରରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଜଣେ ଯୁବକ କୁ ହିଞ୍ଜିଳି ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଆହତ ଯୁବକ ଜଣକ କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ପାଇକଯମୁନା ଗ୍ରାମର ହୀନ ବିଷୋୟୀ ବୋଲି ଜଣାପଡିଛି। କେଉଁ ଭଳି ପରିସ୍ଥିତିରେ ଉକ୍ତ ଯୁବକ ଗୁରୁତର ଆହତ ହୋଇ ଏଠାରେ ପଡ଼ି ରହିଥିଲା,କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଆହତ ଯୁବକ ର ପରିବାର ଲୋକଙ୍କୁ ଜଣାଇବା ସହ ଘଟଣାର ଅନୁସନ୍ଧାନ ଚଳାଇଛନ୍ତି ।

News Comment

You Might Also Like

BACK TO TOP