Breaking News

ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||     

କୋଟିନଡ଼ା ଥାନା ଅନ୍ତର୍ଗତ ଲଛମନ ପଲୀ ଗାଁରେ ମହିଳାଙ୍କ ଆତ୍ମହତ୍ୟା |

27-Jul-2025

       ମହିଳାଙ୍କ ଆତ୍ମହତ୍ୟା।

ଓଡିଶା ଜନମତ,ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ,

ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଅନ୍ତର୍ଗତ ଲଛମନପଲ୍ଲୀ ଗ୍ରାମର କଲ୍ୟାଣୀ ମହାନ୍ତି ନାମ୍ନୀ ଜଣେ ମହିଳା ନିଜ ଘର ଛାତର ଲୁହା ରଡ୍ ରେ ଲୁଗା ବାନ୍ଧି ନିଜ ବେକରେ ଗୁଡେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ମହିଳାଙ୍କ ବାପା ଘର ଆମ୍ବପୁଆ ହୋଇ ଥିବାବେଳେ ଗତ ୧୦ ବର୍ଷ ତଳେ ଲଚ୍ଛମନଲ୍ଲୀ ଗ୍ରାମର ଲଳିତ ମହାନ୍ତି କୁ ବାହା ହୋଇଥିଲା। ଉଭୟଙ୍କ ଦୁଇଟି ସନ୍ତାନ ଅଛନ୍ତି। ମୃତ ମହିଳା ଓ ସ୍ବାମୀଙ୍କ ମଧ୍ୟରେ ପ୍ରାୟ ଦିନ ପାଟିତୁଣ୍ଡ ହେଉଥିଲା ଓ ପରିଶେଷରେ ମହିଳା ଜଣକ ଏହି ଭଳି ନିଷ୍ପତ୍ତି ନେଇଥିବା ସନ୍ଦେହ ହେଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଆସ୍କା ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଓ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।

News Comment

You Might Also Like

BACK TO TOP