Breaking News

ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||     

ହାଣ୍ଡିଘର ଗ୍ରାମରେ ଦୁର୍ବୁତ୍ତ ଙ୍କ ଆକ୍ରମଣ ରେ ତିନି ଯୁବକ ଗୁରୁତର,

28-Jul-2025

ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗାଁରେ ତିନି ଜଣଙ୍କୁ ଖଣ୍ଡାରେ ହାଣିଲେ ଦୁବୃର୍ତ୍ତ,

ଓଡିଶା ଜନ ମତ ବ୍ୟୁରୋ, ପୁରୁଷୋତ୍ତମପୁର,
ତା--28/07/25:

ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା, ତିନିଭାଇ  ଗାଁ ଦାଣ୍ଡରେ ବସିଥଲା ବେଳେ ଅଜଣା ଦୁର୍ବୁତ୍ତ ଙ୍କ ଆକ୍ରମଣ ରେ ଗୁରୁତର ଆହତ ହୋଇଛନ୍ତି ଭାଗିରଥି ମହାନ୍ତି, ଗୋପାଳ ମହାନ୍ତି ଓ କାହ୍ନୁ ମହାନ୍ତି,   ତିନି ଗୁରୁତରଙ୍କୁ ବିଶାଖାପାଟଣାର ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତିନି ଜଣ ନିଜ ଗାଁ ଦାଣ୍ଡରେ ବସିଥିବା ବେଳେ କିଛି ଦୁବୃର୍ତ୍ତ ଆସି ଖଣ୍ଡାରେ ଆକ୍ରମଣ କରିଛନ୍ତି | ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି  ତିନି ଜଣଙ୍କୁ ଆକ୍ରମଣ କରାଯାଇ ଥିବା ସୂଚନା । ପୁରୁଷୋତ୍ତମ ପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି  ଖଣ୍ଡାକୁ ଜବତ କରିବା ସହ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ।- ଗତକାଲି ବିଳମ୍ବିତ ରାତିରେ ତିନି ଜଣଙ୍କୁ ଆକ୍ରମଣ ହୋଇଛି । ତେବେ ଅଧିକ ତଦନ୍ତ ପରେ ଏବଂ ଅଟକ ଥିବା ବ୍ୟକ୍ରି ମାନଙ୍କୁ ପଚରିବା ପରେ  ପ୍ରକୃତ  ତଥ୍ୟ ଜଣା ପଡିବ |

News Comment

You Might Also Like

BACK TO TOP