Breaking News

ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||     

ବ୍ରହ୍ମପୁର ରେ ନୂତନ ଉପଜିଲ୍ଲାପାଳ ଙ୍କ ଅଭିଯାଗ ଶୁଣାଣି ଶିବିର ଅନୁଷ୍ଠିତ |

28-Jul-2025

ବ୍ରହ୍ମପୁର ରେ ନୂତନ ଜିଲ୍ଲାପାଳ ଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

 ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ଗଞ୍ଜାମ ଜିଲ୍ଲାର ନବନିଯୁକ୍ତ ଜିଲ୍ଲାପାଳ କୀର୍ତ୍ତିଭାସନ ପ୍ରଥମେ ମାଁ ତାରାତାରିଣୀଙ୍କ ଦର୍ଶନ ପରେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ସମ୍ମୀଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଉକ୍ତ ଶିବିରରେ ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜକିଶୋର, ବ୍ରହ୍ମପୁର ଏସ୍ ପି ଡଃ ସର୍ବଣ ବିବେକ ଏମ୍, ଭାରପ୍ରାପ୍ତ ଉପଜିଲ୍ଲାପାଳ ପାର୍ଥସାରଥୀ ହାଂସଦାଙ୍କ ସମେତ ବ୍ରହ୍ମପୁର ଉପଖଣ୍ଡ ଅଞ୍ଚଳର ସମସ୍ତ ବିଡ଼ିଓ, ତହସିଲଦାର ଓ ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ। ଆଜିର ଏହି ଶିବିରରେ ସ୍ବାସ୍ଥ୍ୟ, ଶିକ୍ଷା, ଜଳସେଚନ, ରାଜସ୍ୱ, ଭତ୍ତା, ଶ୍ରମିକ କାର୍ଡ ଓ ରେସନ୍ କାର୍ଡ୍ ବିଷୟରେ ଆଲୋଚନା ହୋଇଥିଲା। ଏତଦବ୍ୟତୀତ ୧୧୨ ଅଭିଯୋଗ ମଧ୍ୟରେ ୯୫ଟି ବ୍ୟକ୍ତିଗତ ୮ଟି ଗ୍ରାମ ଭିତ୍ତିକ ସମେତ ୫ଟି ର ସମାଧାନ କରାଯିବା ସହ ୪ ଜଣଙ୍କୁ ରେଡକ୍ରସ୍ ୧୨ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଅନୁଷ୍ଠିତ ଶିବିରରେ ଜିଲ୍ଲାପାଳ ସମସ୍ତ ଅଧିକାରୀ ମାନେ ମିଳିମିଶି ଜିଲ୍ଲାର ଉନ୍ନତି ପାଇଁ କାର୍ଯ୍ୟ କରିବା ପାଇଁ ସମ୍ମିଳିତ ଉଦ୍ୟମ ରହିଛି ବୋଲି ମତବ୍ୟକ୍ତ କରିଥିଲେ।

News Comment

You Might Also Like

BACK TO TOP