Breaking News

କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||     

ଶ୍ରୀଶ୍ରୀ ରାମଲିଙ୍ଗ ଚୌଡେଶ୍ବରୀ ମାଙ୍କ 13 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |

28-Jul-2025

ଶ୍ରୀ ଶ୍ରୀ ରାମଲିଙ୍ଗ ଚୌଡେଶ୍ୱରୀ ମା"ଙ୍କ ୧୩ ତମ ବାର୍ଷିକ ଉତ୍ସବ।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ତା.୨୮/୦୭/୨୦୨୫:

ଚଳିତ ପବିତ୍ର ଶ୍ରାବଣ ମାସ ୨୪ ତାରିଖ ଚିତାଲାଗି ଅମାବାସ୍ୟା ତିଥି ଦିବସରେ ଶ୍ରୀ ଶ୍ରୀ ରାମଲିଙ୍ଗ ଚୌଡେଶ୍ୱରୀ ମା"ଙ୍କ ଜନ୍ମ ଦିବସ ପାଳନ ଅବସରରେ ଗଞ୍ଜାମ ଜିଲ୍ଲା ପୋଲସରା ସ୍ଥିତ ଦେବାଙ୍ଗୁଲୁ ସମାଜ ତରଫରୁ ପାଳିତ ହୋଇଯାଇଛି। ସ୍ଥାନୀୟ ମା" ରତନୀ ଠାକୁରାଣୀଙ୍କ ପୀଠ ସ୍ଥିତ ମାତା ଚୌଡେଶ୍ୱରୀଙ୍କ ମନ୍ଦିରରେ ସମାଜର ସଧବା ମହିଳାମାନଙ୍କ ଦ୍ଵାରା ପ୍ରଥମେ ଏକ କଳସଯାତ୍ରା ବାହାର କରାଯାଇ ସ୍ଥାନୀୟ ଓଇରାଣୀ ବନ୍ଧରୁ ଜଳ ଅଣାଯାଇ ପାରମ୍ପରିକ ମା"ଙ୍କ କୁଙ୍କୁମ ପୂଜା କରାଯାଇଥିଲା। ଏହି କାର୍ଯ୍ୟକ୍ରମଟି କୁଳର ଦଳବେହେରା ଆର୍ ବାବୁ, ଏନ୍ ଭାସ୍କର,  ବି ରାମାରାଓ, ଏ ମଲ୍ଲସୁ, ୱାଇ ଚନ୍ଦ୍ର ଶେଖରଙ୍କ ସମେତ ଅନ୍ୟାନ୍ୟ ସଦସ୍ୟମାନଙ୍କ ସହଯୋଗ ଏବଂ ମିଳିତ ପରିଚାଳନାରେ ସମାପନ ହୋଇଥିବାବେଳେ ଏଥିରେ ଜିଲ୍ଲାର ବେଗୁନିଆପଡା, କବିସୂର୍ଯ୍ୟନଗର, ଆଠଗଡ଼ ଓ ପିତ୍ତଳ ଆଦି ଗ୍ରାମରେ ରହୁଥିବା ସମାଜର ବହୁ ସଂଖ୍ୟାରେ ମହିଳାମାନେ ଯୋଗଦେଇଥିଲେ।

News Comment

You Might Also Like

BACK TO TOP