Breaking News

ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||     

ପୋଲସରା ଏସ ଏସ ଭି ଏମ ରେ ମାତୃ ସମ୍ମିଳନୀ ଅନୁଷ୍ଠିତ |

28-Jul-2025

ପୋଲସରା ଏସଏସଭିଏମରେ ମାତୃ ସମ୍ମିଳନୀ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
 ତା.୨୮/୦୭/୨୦୨୫:

ଚଳିତ ମାସ ୨୭ ତାରିଖ ରବିବାର ଦିନ ଗଞ୍ଜାମ ଜିଲ୍ଲା ପୋଲସରା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାଆ ମାନଙ୍କୁ ନେଇ ମାତୃ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମରେ ଦକ୍ଷିଣ-ପୂର୍ବ ସମ୍ଭାଗ ବିଭାଗ ଶିଶୁ ବାଟିକା ପ୍ରମୁଖ ତଥା ଛତ୍ରପୁର ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ପ୍ରମୁଖ ଦାୟିତ୍ୱ ତୁଲାଇ ଆସୁଥିବା ବି. ସୁଶୀଳା ଅତିଥିଭାବେ ଯୋଗଦେଇ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଏବଂ ଛୋଟ ଛୋଟ ଶିଶୁମାନଙ୍କ ଊତ୍ତମ ଶୈକ୍ଷିକ ଦିଗରେ ମାଆମାନଙ୍କ ଭୂମିକା ଉପରେ ଉପସ୍ଥିତ ମାତୃମଣ୍ଡଳୀମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ଏହି ମାତୃ ସମ୍ମିଳନୀରେ ଅନୁଷ୍ଠାନର ସଭାପତି ଯଦୁନାଥ ମିଶ୍ର,ଉପସଭାପତି ପ୍ରମୁଖ କୁମାର ପ୍ରଧାନ, ସମ୍ପାଦକ ଦୂର୍ଗାପ୍ରସାଦ ମହାପାତ୍ର, ଯୁଗ୍ମସମ୍ପାଦକ  ଅରୁଣ କୁମାର ଜେନା,ସଦସ୍ୟା_ଶର୍ମିଷ୍ଠା ପ୍ରଧାନ ଓ ନିଳେନ୍ଦ୍ରି  ବେହେରା ଯୋଗଦେଇଥିବାବେଳେ ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ପାଢ଼ୀ ଅତିଥି ପରିଚୟ ପ୍ରଦାନ ଏଵଂ ଅନୁଷ୍ଠାନର ଶିଶୁ ବାଟିକା ମୁଖ୍ୟ ରୀତା ମହାରଣା ସ°ଯୋଜନା କରିଥିଲେ। ଏହି ଅବସରରେ କୁନି କୁନି ଶିଶୁମାନେ ସାମୁହିକ ଗୀତ ସହ ବ୍ୟକ୍ତିସହ ଗୀତ ଗାନ କରିଥିଲେ। ଏଥିରେ ଅନୁଷ୍ଠାନର ସମସ୍ତ ଗୁରୁଜୀ,ଗୁରୁମା ଓ କର୍ମଚାରିମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP