Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ଲାଞ୍ଜିପାଲି ବାଇପାସ ରାସ୍ତାରେ ଓଭର ବିଜ ନିର୍ମାଣ ପାଇଁ ଓକିଲ ସଙ୍ଘ ସଭାପତିଙ୍କ ରାଜପଥ ଅଧିକାରୀ ଙ୍କ ଅଫିସ ଆଗରେ ଧାରଣା |

28-Jul-2025

ଲାଞିପଲୀ ବାଇପାସ୍ ରାସ୍ତାରେ ଓଭରବ୍ରିଜ ନିର୍ମାଣ ପାଇଁ ଜାତୀୟ ରାଜପଥ କର୍ତ୍ତୃପକ୍ଷ କାର୍ଯ୍ୟାଳୟରେ  ଧାରଣା

 ଓଡିଶା ଜନ ମତ, ବ୍ରହ୍ମପୁର,କୈଳାଶ ଚନ୍ଦ୍ର ଚୌଧୁରୀ), 

ବ୍ରହ୍ମପୁର ସହର ଉପକଣ୍ଠ ଲାଞିପଲୀ ବାଇପାସ୍ ରାସ୍ତାରେ ଦୈନନ୍ଦିନ ଦୁର୍ଘଟଣା ଘଟି ବହୁ ଧନଜୀବନ ନଷ୍ଟ ହେଉଥିବା ବେଳେ କର୍ତୃପକ୍ଷ କୌଣସି ପଦକ୍ଷେପ ନେଉନାହାନ୍ତି। ଇତ୍ୟବସରରେ ସହରବାସୀଙ୍କ ପକ୍ଷରୁ ଗଞ୍ଜାମ ଜିଲ୍ଲା ଓକିଲ ସଂଘ ସଭାପତି ମନୋଜ କୁମାର ପଟ୍ଟନାୟକ ବହୁବାର ଦାବି ଉପସ୍ଥାପନା କରିଥିଲେ ଓ ସମୟ ଧାର୍ଯ୍ୟ କରି ଧାରଣାର ଚେତାବନୀ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଆଜି ଓକିଲ ସଂଘ ସଭାପତି ମନୋଜ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ସହର ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯଥା ଆଇନଜୀବୀ ପ୍ରଣବ କୁମାର ପଣ୍ଡା, ସମାଜସେବୀ ଅବନୀ ଗୟା ଙ୍କ ସମେତ ବହୁ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ଓ କର୍ତୃପକ୍ଷ ଯଦି ଆଗାମୀ ୧୫ ଦିନ ମଧ୍ୟରେ କୌଣସି ପଦକ୍ଷେପ ନେଉନାହାନ୍ତି ତେବେ ଆମରଣ ଅନଶନରେ ବସିବା ପାଇଁ ମହଲତ ଦେଇଛନ୍ତି।

News Comment

You Might Also Like

BACK TO TOP