Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ବୁଗୁଡ଼ା ରେ କିଶୋରୀ ବାଳିକା ଶିକ୍ଷା ଆଲୋଚନା ଚକ୍ର ଅନୁଷ୍ଠିତ |

28-Jul-2025

କିଶୋରି ବାଳିକା ଶିକ୍ଷା ଆଲୋଚନା ଚକ୍ର ଅନୁଷ୍ଠିତ,

 ଓଡିଶା ଜନ ମତ  ବ୍ୟୁରୋ,ବୁଗୁଡ଼ା: ୨୮/୭  :                                    

ବୁpଗୁଡ଼ା ବ୍ଲକ ଅନ୍ତର୍ଗତ   ଭାମଶିଆଳି ସରକାରୀ ଉଚ୍ଚ  ବିଦ୍ୟାଳୟ ର ସଭା କକ୍ଷ ଠାରେ ସମଗ୍ର ଶିକ୍ଷା ଅଭିଯାନ ର ମିଳିତ ସହଯୋଗ ରେ  ଆଜି ଅନୁଷ୍ଠିତ ହୋଇଯାଇଛି |  ବୁଗୁଡ଼ା ଡାକ୍ତରଖାନା ର ସୁପରିଚିତ ଡାକ୍ତର ଚିନ୍ମୟୀ ସାମନ୍ତରା ଓ ଡାକ୍ତର ପଦରାବିନ୍ଦ୍ ଷଡ଼ଙ୍ଗୀ ପ୍ରଶିକ୍ଷକ ଭାବେ ଯୋଗଦାନ କରିଥିଲେ | କିଶୋରି ବାଳିକାଙ୍କ ବୌଦ୍ଧିକ , ମାନସିକ ଓ ଶାରିରୀକ ଶିକ୍ଷା ର ବିକାଶ ଉପରେ ଗୁରୁତ୍ବ ଦେବା ସହ ସୁସ୍ଥ ସଭ୍ୟ ସମାଜ ଗଠନ ରେ କିଶୋରି ଙ୍କ ଅବଦାନ ଉପରେ ଆଲୋଚନା କରାଯାଇଥିଲା | ଉକ୍ତ କାର୍ଯକ୍ରମ ରେ ଶତାଧିକ କିଶୋରୀ ଯୋଗଦାନ କରିଥିଲେ | ଏହି ଆଲୋଚନା ଚକ୍ର ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଜି. ନାଗେଶ୍ଵର ରାଓ ଅଧ୍ୟକ୍ଷତା କରିଥିବା ବେଳେ ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ପିତବାସ ସାହୁ ସ୍ବାଗତ ତଥା କାର୍ଯକ୍ରମ ର ଲକ୍ଷ ଓ ଉଦ୍ୟେଶ୍ ଉପରେ ଆଲୋକପାତ କରିଥିଲେ |  ଉକ୍ତ ଆଲୋଚନା ଚକ୍ର କୁ ସହକାରୀ ଶିକ୍ଷୟତ୍ରୀ ସୁଶ୍ରୀ ପ୍ରିୟଦର୍ଶିନୀ ପ୍ରଧାନ , ସୁଜିତ୍ କହଁର ଓ କ୍ରୀଡା ଶିକ୍ଷକ ଲକ୍ଷ୍ମଣ କୁମାର ବେହେରା ପରିଚାଳନା କରିଥିବା ବେଳେ ସୁବଳ କହଁର ଧନ୍ୟବାଦ ଅର୍ପଣ କରିଥିଲେ | ଡାକ୍ତର ସାମନ୍ତରା ଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରାଯାଇଥିଲା |

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP