Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ପୋଲସରା ବାଳିକା ହାଇସ୍କୁଲ ରେ ଯୋଗ ପ୍ରସକ୍ଷିଣ କାର୍ଯ୍ୟକ୍ରମ ଅନୁଷ୍ଠିତ |

30-Jul-2025

ବାଳିକା ହାଇସ୍କୁଲରେ ଯୋଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ,

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା ତା.୨୯/୦୭/୨୦୨୫;

 ପୋଲସରା ସ୍ଥିତ ଲିଙ୍ଗରାଜ ବାଳିକା ହାଇସ୍କୁଲରେ ଯୋଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅଖିଳ ବିଶ୍ଵ ଗାୟତ୍ରୀ ପରିବାର ପୋଲସରାର ଯୋଗ ଗୁରୁ ଶିବରାମଙ୍କ ମାର୍ଗଦର୍ଶନରେ ଉପସ୍ଥିତ ଛାତ୍ରୀମାନଙ୍କୁ ଯୋଗର ବିଭିନ୍ନ କଳାକୌଶଳ ପ୍ରଶିକ୍ଷଣ ଦିଆଯାଇଥିଲା। କାର୍ଯ୍ୟକ୍ରମରେ ବିଦ୍ୟାଳୟର ଦିବ°ଗତ ପ୍ରଧାନ ଶିକ୍ଷୟତ୍ରୀ ସଞ୍ଜିତା ସାହୁଙ୍କୁ ଭାବବିହ୍ୱଳ ଶ୍ରଦ୍ଧାଞ୍ଜଳୀ ଦିଆଯିବାସହ ଅମର ଆତ୍ମାର ସଦଗତି କାମନା ସ୍ୱରୂପ ୨ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଗାୟତ୍ରୀ ମନ୍ତ୍ର ସାମୁହିକ ପାଠ ଏବଂ ଗୁରୁବନ୍ଦନା ଯୁଗ ନିର୍ମାଣ ସତ୍ ସଂକଳ୍ପ ପାଠ କରାଯାଇଥିଲା। ଏଥିରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅନୟ ପ୍ରସାଦ ସାହୁଙ୍କ ସମେତ ଅନ୍ୟ ସମସ୍ତ ସହକାରୀ ଶିକ୍ଷକ ଶିକ୍ଷୟତ୍ରୀ ଏଵଂ କର୍ମଚାରୀ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP