Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ପୁରୁଷୋତ୍ତମପୁର ଏସଡ଼ିପିଓ ଙ୍କ ସାମ୍ବାଦିକ ସମ୍ମିଳନୀ |

30-Jul-2025

ଯୁବକଙ୍କୁ ଆକ୍ରମଣ ଘଟଣାରେ ତିନି ଅଭିଯୁକ୍ତ ଗିରଗ ଉପରେ    ପୁରୁଷୋତ୍ତମପୁରଏସଡ଼ିପିଓ ଙ୍କ ସାମ୍ବାଦିକ ସମ୍ମିଳନୀ 

,ଓଡିଶା  ଜନ ମତ ବ୍ୟୁରୋ , 

ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ହାଣ୍ଡିଘର ଗ୍ରାମରେ  ରାତି ରେ ଗାଁ ଦାଣ୍ଡରେ ଚାରିଜଣ ଙ୍କୁ ଖଣ୍ଡରେ ହାଣିବା ଘଟଣା ରେ ପୋଲିସ କୁ ମିଳିଛି ସଫଳତା l ଗୋଟିଏ ଖଣ୍ଡା ସହ ତିନି ଜଣଙ୍କୁ ଗିରଫ କରିଛି ପୋଲିସ l ଗିରଫ ଅଭିଯୁକ୍ତ ମାନେ  ହେଲେ ଚରଣ ମହାନ୍ତି,ସାନ୍ତୁନୁ ମହାନ୍ତି,କର୍ଣ ମହାନ୍ତି | ସମସ୍ତେ ଗୋଟିଏ ପରିବାର ବାପା ଓ ଦୁଇ ପୁଅ ହୋଇଥିବା ଜଣାପଡିଛି l ଜମି ଜୁମା ବିବାଦ କୁ କେନ୍ଦ୍ରକରି ଗତ ରାତିରେ କର୍ଣ ଓ ତାଙ୍କ ଦୁଇ ପୁଅ ଗୋଟିଏ ଖଣ୍ଡରେ ସମ୍ପର୍କୀୟ ଭାଗିରଥି ମହାନ୍ତି, ଗାପଳ ମହାନ୍ତି,କାହ୍ନୁ ମହାନ୍ତି ଏବଂ ଜଣେ ମହିଳା ଙ୍କୁ ଆକ୍ରମଣ କରିଥିଲେ l ଆକ୍ରମଣ ରେ ସମସ୍ତେ ଗୁରୁତର ହୋଇଥିବା ବେଳେ ଚିକିତ୍ସା ନିମନ୍ତେ ପ୍ରଥମେ ପୁରୁଷୋତ୍ତମପୁର ପରେ ବ୍ରହ୍ମପୁର ମେଡିକାଲ ରେ ଭର୍ତି କରାଯାଇଥିଲା l ବର୍ତ୍ତମାନ ତିନି ଜଣ ବିଶାଖାପାଟଣା ର ଏକ ଘରୋଇ ମେଡିକାଲ ରେ ଚିକିତ୍ସା ଧୀନ ଅଛନ୍ତି l ଆକ୍ରମଣ କାରି ଏବଂ ଗୁରୁତର ସମସ୍ତେ ଗୋଟିଏ ପରିବାର ର ହୋଇଥିବା ବେଳେ ଜମି ଜୁମା ବିବାଦ କୁ କେନ୍ଦ୍ରକରି ଉଭୟ ପରିବାର ମଧ୍ୟରେ ଦୀର୍ଘ ବର୍ଷ ଧରୀ ଲାଗିରହିଥିବା ବିବାଦ ଉଗ୍ରରୂପ ନେଇଥିବା ଆଜି ପୁରୁଷୋତ୍ତମପୁର ଥାନା ରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି ପୁରୁଷୋତ୍ତମପୁର ଏସଡିପିଓ l

News Comment

You Might Also Like

BACK TO TOP