Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ଭୈରବୀ ମନ୍ଦିର ରାସ୍ତାରେ ମରଣାନ୍ତକ ଆକ୍ରମଣ ଅଭିଯୋଗ ରେ 4ଯୁବକ ଙ୍କୁ କୋର୍ଟ ଚାଲାଣ |

30-Jul-2025

ମାରଣାନ୍ତକ ଆକ୍ରମଣ ଅଭିଯୋଗରେ ୪ ଯୁବକ କୋର୍ଟ ଚାଲାଣ।

   ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ଗୋଳନ୍ଥରା ଥାନା ଅର୍ନ୍ତଗତ ଭୈରବୀ ମନ୍ଦିର ରାସ୍ତାରେ ପି ଭାନୁ ମୁର୍ତ୍ତୀ ନାମକ ଜଣେ ଯୁବକ କୁ ଆତର୍କିତ ଭାବେ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଅଭିଯୁକ୍ତ ମାନଙ୍କୁ ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଅଜିତ୍ କୁମାର କର,ପପୁ ପ୍ରଧାନ, ହେମନ୍ତ ଯେନା ଓ ଶଙ୍କର ଗୌଡ ବୋଲି ଜଣାପଡିଛି। ଗତକାଲି ସନ୍ଧ୍ୟାରେ ଉକ୍ତ ଯୁବକମାନେ ଭାନୁ ମୁର୍ତ୍ତୀ କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ଗୁରୁତର ଅବସ୍ଥାରେ ତାକୁ ଛାଡି ଚମ୍ପଟ୍ ମାରିଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତ ଯୁବକ କୁ ଉଦ୍ଧାର କରି ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଥିଲେ।

News Comment

You Might Also Like

BACK TO TOP