Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ବିଶ୍ୱ ମାନବ ଚାଲାଣ ପ୍ରତିରୋଧକ ଦିବସ ପାଳନ |

30-Jul-2025

ବିଶ୍ୱ ମାନବ ଚାଲାଣ ପ୍ରତିରୋଧ ଦିବସ ପାଳନ।

ଓଡିଶା ଜନ ମତ,ବ୍ହ୍ମହ୍ମପୁର,କୈଳାସ ଚନ୍ଦ୍ର ଚୌଧୁରୀ)

ଆଜିର ଦିନରେ ମାନବ ଚାଲାଣ କାର୍ଯ୍ୟକ୍ରମ ଦୃତ ଗତିରେ ବଢ଼ି ଚାଲିଛି। ଏହି ଭଳି ଘୃଣ୍ୟ ପ୍ରଥାକୁ ଦୃଢ ହସ୍ତରେ ଦମନ କରିବା ପାଇଁ ଆବାଳ ବୃଦ୍ଧ ବନିତା ଙ୍କର ସହଯୋଗ ର ଆବଶ୍ୟକତା ରହିଛି। ଏହି ପରିପ୍ରେକ୍ଷୀରେ ଆଜି ବ୍ରହ୍ମପୁର ରେଳଷ୍ଟେସନ ରେ ମାନବ ଶୃଙ୍ଖଳ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଆଇ ଏସ୍ ଆର୍ ଡି ର ନିର୍ଦେଶକ ସୁଧୀର କୁମାର ସାବତଙ୍କ ସଂଯୋଜନା ରେ ଉକ୍ତ କାର୍ଯ୍ୟକ୍ରମକୁ ରେଳଷ୍ଟେସନ ପରିଚାଳକ ଦୁର୍ଗା ପ୍ରସାଦ ବ୍ରହ୍ମା ଉଦଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବେ ଜିଲ୍ଲା ସୁରକ୍ଷା ଅଧିକାରୀ ସୁଶ୍ରୀ ରାଜଶ୍ରୀ ଦାସ, ଅନ୍ୟତମ ଅତିଥି ଭାବେ ସ୍ବାସ୍ଥ୍ୟ ନୀରିକ୍ଷକ ଡି ବିଷ୍ଣୁ, ରେଳବାଇ ଥାନା ଅଧିକାରୀ ବିଶ୍ୱନାଥ ମଲିକ ପ୍ରମୁଖ ଯୋଗ ଦେଇ ଉପସ୍ଥିତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ରେଳ ଷ୍ଟେସନ କୁଲି,ଅଟୋ ରିକ୍ସା ଚାଳକ ମାନଙ୍କୁ ବିଶେଷକରି ଶିଶୁ ଶ୍ରମିକ, ମହିଳା ଓ ପୁରୁଷ ମାନଙ୍କୁ ବାହାରକୁ ଚାଲାଣ ହେଉଥିଲା ବେଳେ ସେମାନଙ୍କୁ ଅଟକାଇବା ସହ ଦଲାଲ୍ ଓ ଅପରାଧ ମାନଙ୍କର ଏହି ଭଳି କାର୍ଯ୍ୟ କୁ ପ୍ରତିହତ କରିବାର କୌଶଳ ଅବଲମ୍ବନ କରିବା ପାଇଁ ଉପଦେଶ ପ୍ରଦାନ କରିଥିଲେ ଓ ଏହି କାର୍ଯ୍ୟକ୍ରମ ପାଇଁ ପ୍ରଶାସନ ସହଯୋଗ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ସକ୍ଷୀ କେନ୍ଦ୍ର ଓ ଶକ୍ତି ସଦନର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ

News Comment

You Might Also Like

BACK TO TOP