Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

କେନ୍ଦୁବାଡ଼ି ଉଚ୍ଚ ବିଦ୍ୟାଳୟ ରେ ଫାଲେରିଆ ନିରାକରଣ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ||

31-Jul-2025

କେନ୍ଦୁବାଡ଼ି ଉଚ୍ଚ ବିଦ୍ୟାଳୟରେ ଫାଇଲେରିଆ ନିରାକରଣ ଅଭିଯାନ କାର୍ଯ୍ୟକ୍ରମ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ତା.୩୦/୦୭/୨୦୨୫ ;

ପୋଲସରା ବ୍ଲକ୍ କେନ୍ଦୁବାଡ଼ି ଗ୍ରାମ ପଞ୍ଚାୟତ ସ୍ଥିତ ଶ୍ରୀ ରାଧାକୃଷ୍ଣ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଦିନ ଫାଇଲେରିଆ ନିରାକରଣ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ପ୍ରକୃତିବନ୍ଧୁ ପୁରସ୍କାର ପ୍ରାପ୍ତ ତଥା ହିନ୍ଦୀ ଶିକ୍ଷକ ହେମନ୍ତ କୁମାର ନାୟକଙ୍କ ବଳିଷ୍ଠ ଉଦ୍ୟମ ଏବଂ ଗଂଜାମ ଜିଲ୍ଲା ସ୍ବାସ୍ଥ୍ୟ ସମିତି ତଥା ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ମିଳିତ ଆନୁକୁଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସିଏଚ୍ ବିନତା ରାଉତ ଓ ସ୍ବାସ୍ଥ୍ୟ କର୍ମୀ ରଞ୍ଜିତ ପ୍ରଧାନ ଯୋଗଦେଇ ଫାଇଲେରିଆ ରୋଗକୁ କିଭଳି ଭାବେ ନିରାକରଣ କରାଯାଇପାରିବ ସେଥି ଉପରେ ନେଇ ସଚେତନ କରାଇଥିଲେ। କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରଧାନ ଶିକ୍ଷକ ବିପିନ ବିହାରୀ ସାହୁ ଓ ଅନ୍ୟ ସମସ୍ତ ଶିକ୍ଷକ/ଶିକ୍ଷୟତ୍ରୀଙ୍କ ସମେତ ଆଶାକର୍ମୀ ମିନଭା ସ୍ୱାଇଁ ଉପସ୍ଥିତ ରହି ସହଯୋଗ କରିଥିବାବେଳେ ଶିକ୍ଷକ ପ୍ରକାଶ ଶବର ଛାତ୍ରଛାତ୍ରୀମାନଙ୍କୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ।

News Comment

You Might Also Like

BACK TO TOP