Breaking News

ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||     

ନାବାଳିକା କୁ ଅଶ୍ଳୀଳ ଇଙ୍ଗତ ଓ ଟଣା ଓଟରା ଅଭିଯୋଗ ରେ ଅଭିଯୁକ୍ତ କୁ କୋର୍ଟ ଚାଲାଣ |

31-Jul-2025

ନାବାଳିକା କୁ ଅଶ୍ଳୀଳ ଇଙ୍ଗିତ ଓ ଟଣାଓଟରା ଅଭିଯୁକ୍ତ କୋର୍ଟ ଚାଲାଣ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 
ଗତକାଲି ଗୋଷାଣୀ ନୁଆଁଗାଁ ଥାନା ଅନ୍ତର୍ଗତ ଆମ୍ବ ମାର୍କେଟ ଛକରେ ଜନୈକା ନାବାଳିକା କୁ ଅଶ୍ଳୀଳ ଇଙ୍ଗିତ ଓ ଟଣାଓଟରା ଅଭିଯୁକ୍ତ ସନ୍ୟାସୀ ପ୍ରଧାନ କୁ ଭାରତୀୟ ନ୍ୟାୟ ସଂହିତା ର ବିଭିନ୍ନ ଦଫାରେ ମକଦ୍ଦମା ରୁଜୁ କରି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ସନ୍ୟାସୀ ନାବାଳିକାକୁ ଏହି ଭଳି ଦୁର୍ବ୍ୟବହାର ଘଟଣା ବିଷୟରେ ନିଜ ବାପାକୁ କହିବା ପରେ ୪୪ ବର୍ଷୀୟ ବାପା ଥାନାରେ ଅଭିଯୋଗ କରିଥିଲେ। ସୁଚନା ଅନୁଯାୟୀ ଜଣାପଡିଛି ଯେ ଅଭିଯୁକ୍ତ ପୁର୍ବରୁ ବଡ଼ବଜାର ଓ ଗୋଷାଣୀ ନୁଆଁଗାଁ ଥାନା ରେ ତିନୋଟି ମକଦ୍ଦମାରେ ଗିରଫ ହୋଇ ଅଦାଲତ ରୁ ଜାମିନ୍ ରେ ଆସିଛି।

News Comment

You Might Also Like

BACK TO TOP