Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ଗଞ୍ଜେଇ ଚୋରା ଚାଲାଣ ଅଭିଯୁକ୍ତ ନିର୍ଦୋଷ ରେ ଖଲାସ |

31-Jul-2025

ଗଞ୍ଜେଇ ଚୋରା ଚାଲାଣ ଅଭିଯୁକ୍ତ ନିର୍ଦ୍ଦୋଷ ରେ ଖଲାସ, 

 ଓଡିଶା ଜନ ମତ,ବ୍ରହ୍ମପୁର,କୈଳାଶ ଚନ୍ଦ୍ର ଚୌଧୁରୀ,

ଆଜି ଏକ ଗଞ୍ଜେଇ ଚୋରା ଚାଲାଣ ମାମଲା ର ଶୁଣାଣି କରି ମାନ୍ୟବର ଗଞ୍ଜାମ ଜିଲ୍ଲା ଦୌରା ବିଚାରପତି ଡ଼.ଭାଗ୍ୟଲକ୍ଷ୍ମୀ ରଥ ଅଭିଯୁକ୍ତ ସନ୍ତୋଷ ବିଶୋଇ ଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ରେ ଖଲାସ କରିଛନ୍ତି l ଗତ ୨୦୨୪ ମସିହା ଅଗଷ୍ଟ ମାସ ୧୮ ଦିନ ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ବିଭାଗ କେ. ନୂଆଗାଁ ଥାନା ଅନ୍ତର୍ଗତ ପାତ୍ରପଡା ଗ୍ରାମ ଅଭିମୁଖେ ଯାଉଥିବା ସମୟରେ ଅଭିଯୁକ୍ତ ସନ୍ତୋଷ ବିଶୋଇ ଏକ ଜରି ପେକେଟ୍ ଧରି ଯାଉଥିବା ସନ୍ଦେହ କରି ତାକୁ ଧରି ଜେରା କରିବା ବେଳେ ତା ପାଖରୁ ୮ କିଲୋ ଗଞ୍ଜେଇ ସାକ୍ଷୀ ମାନଙ୍କ ଉପସ୍ଥିତିରେ ଜବତ କରି ତା ବିରୋଧ ରେ ଏନ. ଡି. ପି. ଏସ ଆକ୍ଟ ୧୯୮୫ ର ଧାରା ୨୦(ବି )(ii)(ବି ) (ଥାନା ପି. ଆର. ନଂ106 /24,2(a)CC-43/24)ପ୍ରକାରେ ଗିରଫ କରିକୋର୍ଟ ଚାଲାଣ ହୋଇଥିଲା l ଏହି ମାମଲାରେ ମୋଟ ୩ ଜଣ ସାକ୍ଷୀ ଙ୍କ ବୟାନ୍ କୁ ନେଇ ବିଚାରଣା ହୋଇଥିଲା l
ସରକାରୀ ଓକିଲ ରଜତ ଦାସ ମାମଲା ପରିଚାଳନା କରୁଥିବା ବେଳେ ଅଭିଯୁକ୍ତ ପକ୍ଷ ରୁ ଆଇନଜୀବୀ ମନୋଜ ପଟ୍ଟନାୟକ ଓ ତାଙ୍କ  ସହଯୋଗୀ ଚନ୍ଦ୍ରଗୁପ୍ତ ପଟ୍ଟନାୟକ ଓ ନଦିଆ ଚାନ୍ଦ ବିଶ୍ୱାଳ ସହଯୋଗ କରୁଥିଲେ l

News Comment

You Might Also Like

BACK TO TOP