Breaking News

ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||     

ଗୁଡୁଙ୍କୁ ସଂଘବଦ୍ଧ ଆକ୍ରମଣ ରେ ଆଉ ତିନି ଅଭିଯୁକ୍ତ ଗିରଫ |

31-Jul-2025

ଗୁଡୁଙ୍କୁ ସଂଘବଦ୍ଧ ହତ୍ୟାକାଣ୍ଡରେ ଆଉ ତିନି ଗିରଫ
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା  ୩୧/୦୭/୨୫ :

 ଜୁଲାଇ ୨୨ ତାରିଖ ଦିନ ଗଞ୍ଜାମ ଜିଲ୍ଲାର ପୋଲସରା ସହରରେ ସଂଘବଦ୍ଧ ଆକ୍ରମଣରେ ଗୁଡୁ ଓରଫ ରାକେଶ ପ୍ରଧାନ ମୃତ୍ୟୁ ବରଣ କରିଥିବା ବେଳେ କେଶ ନଂ ୫୨୦/୨୫ ପ୍ରକାରେ ପୋଲସରା ଥାନାରେ ଏକ ମାମଲା ରୁଜୁ ହୋଇ ଜୁଲାଇ ୨୩ ତାରିଖ ଦିନ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ସେହି କେଶରେ ଜୁଲାଇ ୩୧ ତାରିଖ ଦିନ ଆଉ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ପୋଲସରା ଆଇଆଇସି କୌଶିକ ମାଝୀ ପ୍ରକାଶ କରିଛନ୍ତି। ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ଅଭିଯୁକ୍ତମାନେ ହେଲେ (୧):- ଗଞ୍ଜାମ ଜିଲ୍ଲାର ବୁଗୁଡା ଥାନା ଅନ୍ତର୍ଗତ କାଦପଡା ଗ୍ରାମର ଗଣେଶ ବରାଡଙ୍କ ପୁଅ ଦୀପକ ବରାଡ ଓରଫ ବାୟା(୨୩) , (୨):- ବୁଗୁଡା ଥାନା ଅନ୍ତର୍ଗତ କତକଲା ଗ୍ରାମର ଦିନବନ୍ଧୁ ପ୍ରଧାନଙ୍କ ପୁଅ ରାଜା ପ୍ରଧାନ ଓରଫ କରଣ୍ଡା ଓରଫ କାନ୍ତ(୨୨) ଧାରା ୟୁ/ଏସ - ୧୯୧(୨)/ ୧୯୧(୩)/ ୧୦୩(୧)/ ୩୦୩(୨)/ ୬୧(୨)/ ୧୯୦ ବିଏନଏସ/ ଆର.ଡବଲଭି ସେକ୍ସନ ୨୫(୧)(ଏ)/ ୨୭(୧) ଆର୍ମ ଆକ୍ଟ ଏବଂ (୩):- ପୋଲସରା ଥାନା ଅନ୍ତର୍ଗତ ଭଗବାନ ନଗର ସାହିର ଗାନ୍ଧୀ ବେହେରାଙ୍କ ପୁଅ କାହ୍ନୁ ଚରଣ ବେହେରା(୨୦) ଧାରା ୟୁ/ଏସ - ୧୦୩(୧)/ ୨୪୯(ଏ) ବିଏନଏସ । ଅଭିଯୁକ୍ତମାନଙ୍କ ଠାରୁ ଦୁଇଟି ମୋଟର ସାଇକେଲ, ଗୋଟିଏ ଖଣ୍ଡା ଓ ଗୋଟିଏ ସାଇକେଲ କ୍ରାଙ୍କ ଜବତ ହୋଇଥିବା ଆଇଆଇସି ଶ୍ରୀ ମାଝୀ ପ୍ରକାଶ କରିଛନ୍ତି। ଏହି ହତ୍ୟାକାଣ୍ଡରେ ମୋଟ ୮ ଜଣ ଗିରଫ  ହୋଇ କୋର୍ଟ ଚାଲାଣ ହୋଇଛନ୍ତି।

News Comment

You Might Also Like

BACK TO TOP