Breaking News

ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||     

ଯାତ୍ରୀ ବାହି ବସରୁ ଗଞ୍ଜେଇ ଜବତ 6 ଗିରିଫ |

01-Aug-2025

ଯାତ୍ରୀବାହୀ ବସ୍ ରୁ ଗଞ୍ଜେଇ ଜବତ,୬ ଗିରଫ।

ଓଡିଶା ଜନମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,
କୋଟିନଡା ଥାନା ପୋଲିସ୍ ସଦଳବଳେ କଲେଜ ଛକରେ ଏକ ଯାତ୍ରୀବାହୀ ବସ୍ କୁ ଅଟକାଇ ଯାଞ୍ଚ କରିଥିଲେ ଓ ତା ଭିତରେ ଥିବା ୬୩ କିଲୋ ଗଞ୍ଜେଇ ଜବତ ସହ ଜଣେ ଯୁବକ ଓ ୫ ମହିଳା ଙ୍କୁ ଧରି ଜେରା କରିଥିଲେ। ସେମାନେ ଉକ୍ତ ଗଞେଇ ଆସ୍କା ଠାରୁ କୋଦଳା ଚାଲାଣ କରୁଥିବା ମତ ପ୍ରକାଶ କରିଛନ୍ତି। ପୋଲିସ ସମସ୍ତଙ୍କୁ କୋର୍ଟ ଚାଲାଣ କରିଥିଲେ। କୋର୍ଟ ସମସ୍ତ ଙ୍କୁ ଆସ୍କା ସବ୍ ଜେଲକୁ ପଠାଇଛନ୍ତି। ଗିରଫ ସମସ୍ତେ କନ୍ଧମାଳ ଜିଲ୍ଲାର ବୋଲି ପୋଲିସ ସୁତ୍ରରୁ ଜଣାପଡିଛି।

News Comment

You Might Also Like

BACK TO TOP