Breaking News

ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||     

ଓଷ୍ଟା ପକ୍ଷରୁବୁଗୁଡ଼ା ବିଇଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ |

02-Aug-2025

ଓଷ୍ଟା ପକ୍ଷରୁ ବିଇଓ ଙ୍କ ଜରୀଆରେ ସ୍ମାରକ ପତ୍ର ପ୍ରଦାନ,

ଓଡ଼ିଶାଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
୦୨/୦୮/୨୫ : 
ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆହ୍ୱାନ କ୍ରମେ ବୁଗୁଡା ବ୍ଲକ ଓଷ୍ଟା ପକ୍ଷରୁ ଅଗଷ୍ଟ ୨ ତାରିଖ ଦିନ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ମହୋଦୟଙ୍କ ଉଦ୍ଦେଶ୍ୟରେ ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରୀଆରେ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଓଷ୍ଟାର ବୁଗୁଡା ବ୍ଲକ ସଭାପତି ପ୍ରଶାନ୍ତ କୁମାର ଗୌଡ଼ ଓ ସମ୍ପାଦକ କାହ୍ନୁ ଚରଣ ସ୍ୱାଇଁଙ୍କ ନେତୃତ୍ୱରେ ହାଇ ସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ବିଇଓ ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ। ବିଇଓଙ୍କ ଅନୁପସ୍ଥିତରେ ମୁଖ୍ୟ କିରାଣୀଙ୍କୁ ୬ ଟି ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ସରକାର ଦାବି ପୂରଣ ନକଲେ ସମନ୍ୱୟ ସମିତି, ଅନିଚ୍ଛା ସ୍ଵତ୍ତ୍ୱେ ବାଧ୍ୟହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଥିଲେ।

News Comment

You Might Also Like

BACK TO TOP