Breaking News

ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||     

କାଳିଆ ଜେନା ହତ୍ୟା ଉଦ୍ୟମ ମାମଲାରେ 6ଜଣ ଗିରଫ|

02-Aug-2025

କାଳିଆ ଯେନା ହତ୍ୟା ଉଦ୍ୟମ ମାମଲା ରେ ୬ ଗିରଫ, ବନ୍ଧୁକ ଓ ଗୁଳି ଜବତ।

ଓଡିଶା ଜନମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ର ବେହେରା 

ରାଜନୈତିକ ଆକ୍ରୋଶ ଓ ବ୍ୟବସାୟିକ କ୍ଷେତ୍ରରେ ଶତୃତା କୁ ନେଇ ୨୦ ଲକ୍ଷ ଟଙ୍କା ବିନିମୟରେ ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଶେରଗଡ଼ ବ୍ଲକ ଧନନ୍ତର ପଞ୍ଚାୟତର ନିରଞ୍ଜନ ଜେନା ଓରଫ କାଳିଆ ଜେନାଙ୍କୁ ହତ୍ୟା ପାଇଁ ଯୋଜନା ହୋଇଥିଲା ।କିନ୍ତୁ ଗୁରୁତର ଆହତ ହୋଇ ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏହି ଘଟଣା କୁ ନେଇ ପୋଲିସ ଛାନଭିନ୍ ଚଳାଇ ବିଭିନ୍ନ ସ୍ଥାନରୁ ୬ ଜଣକୁ ଉଠାଇ ଆଣି ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଗିରଫ ଅଭିଯୁକ୍ତ ମାନେ ହେଲେ ଶେରଗଡ଼ ବ୍ଲକ ଅଲାରିଗଡ ଗ୍ରାମର ଅମିତାଭ୍ ବିଷୋୟୀ ,ବାଦଗଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ସେଠୀ,କୁଲାଗଡ ଗ୍ରାମର କାମେଶ୍ଵର ଗୌଡ,ବାଲିଗଡ଼ ସୀମାଞ୍ଚଳ ବିଷୋୟୀ, ବାଲିପଡାର ବଂଶୀଧର ବିଷୋୟୀ ଓ ଧରାକୋଟର ସୂର୍ଯ୍ୟ ନାଇକ। ଏମାନଙ୍କ ଠାରୁ ୬ ବନ୍ଧୁକ, ୪୦ ରାଉଣ୍ଡ ଜୀବନ୍ତ ଗୁଳି ,୭ ଟି ମାଗାଜିନ୍ ଓ ୭ଟି ମୋବାଇଲ ଫୋନ ମିଳିଛି । ଏତଦବ୍ୟତୀତ ଶେରଗଡ଼ ବ୍ଲକ ବିଜେଡିର ପ୍ରଭାବଶାଳୀ ନେତାଙ୍କ ନାମ ମଧ୍ୟ ଏତଲା ରେ ରହିଛି ବୋଲି ଶୁଣାଯାଉଛି।

News Comment

You Might Also Like

BACK TO TOP