Breaking News

ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||     

ମଥୁରା ଠାରୁ କେ ଡେଙ୍ଗା ପଦର ଆରଡ଼ି ରାସ୍ତା ଅବସ୍ଥା ଖରାପ ନେଇ ଜାତୀୟ ମାନବାଧିକାର କମିଶନ ଙ୍କ ଗଞ୍ଜାମ ଜିଲ୍ଲା ପାଳ ଙ୍କୁ ନିର୍ଦେଶ |

03-Aug-2025

ମଥୁରା-ଜେ.ଡେଙ୍ଗାପଦର ଆର.ଡି. ରୋଡ଼ ବିଷୟ ନେଇ ଜାତୀୟ ମାନବାଧିକାର କମିଶନଙ୍କ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୦୨/୦୮/୨୫ : 

ନୂଆଦିଲ୍ଲୀ ମାନବଧିକାର କମିଶନ ପକ୍ଷରୁ କେସ ନମ୍ବର ୧୨୨୦/୧୮/୫/୨୦୨୫ ପ୍ରକାରେ ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ମଥୁରା - ଜେ. ଡେଙ୍ଗାପଦର ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ଦୁରାବସ୍ଥାକୁ  ନେଇ ଚଳିତ ଅଗଷ୍ଟ ୧ ତାରିଖ ଶୁକ୍ରବାର ଦିନ ଗଞ୍ଜାମ ଜିଲ୍ଲାପାଳଙ୍କ ନିକଟକୁ ଏକ ପତ୍ର ଯାଇଥିବା ସୁପ୍ରିମକୋର୍ଟର ଆଡଭୋକେଟ ସୁଶାନ୍ତ କୁମାର ମଲ୍ଲିକ ପ୍ରକାଶ କରିଛନ୍ତି।  ସୁଶାନ୍ତ କୁମାର ମଲ୍ଲିକଙ୍କଠାରୁ ଜନସାଧାରଣଙ୍କ ସମ୍ପର୍କରେ ପ୍ରାପ୍ତ ୨୮/୦୪/୨୦୨୫ ତାରିଖର ଅଭିଯୋଗ, ତା.୦୧/୦୮/୨୦୨୫ରେ  କମିଶନଙ୍କ ସମ୍ମୁଖରେ ଉପସ୍ଥାପିତ କରାଯାଇଥିଲା। ଏହାକୁ ଅନୁଧ୍ୟାନ କରିବା ପରେ, କମିଶନ ମହୋଦୟ ଏହି ଅଭିଯୋଗକୁ ଉପଯୁକ୍ତ ବିବେଚିତ କରି କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ନିକଟକୁ ପଠାଯାଉ ବୋଲି ନିର୍ଦ୍ଦେଶ ଦେଇଥିଲେ। ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ଏଵଂ  ଅଭିଯୋଗକାରିଙ୍କୁ ସମ୍ପୃକ୍ତ କରି ୮ ସପ୍ତାହ ମଧ୍ୟରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏବଂ ଏହି ମାମଲାରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ବିଷୟରେ ତାଙ୍କୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ  ତୁରନ୍ତ ମଥୁରା-ଜେ. ଡେଙ୍ଗାପଦର ରାସ୍ତା ନିର୍ମାଣ କରାଯିବାସହ  ଜେ. ଡେଙ୍ଗାପଦରକୁ ମୋ ବସ ସେବା ଯୋଗାଇଦିଆଯାଉ।  ଏଥିସହ ଗ୍ରାମ୍ୟ ଉନ୍ନୟନ ବିଭାଗ, ପୋଲସରା  ବିଡ଼ିଓ ଏବଂ ପରିବହନ ଅଧିକାରୀଙ୍କୁ ନେଇ ମିଳିତ ଅନୁଧ୍ୟାନ କରାଯାଉ। କମିଶନଙ୍କ ଆଇନ ବିଭାଗ ପକ୍ଷରୁ ଏନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ଏହାର ନକଲ ଭାରତର ପ୍ରଧାନମନ୍ତ୍ରୀ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି।

News Comment

You Might Also Like

BACK TO TOP