Breaking News

କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||     

ପାର୍ଟ ପ୍ଲଟ କିଣାବିକା ପାଇଁ ସବରେଜିଷ୍ଟର ତଥା ତହସିଲଦାର ଙ୍କୁ ଦାବିପତ୍ର ପ୍ରଦାନ |

04-Aug-2025

ପାର୍ଟ ପ୍ଲଟ କିଣାବିକା ପାଇଁ ସବ-ରେଜିଷ୍ଟର ତଥା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ
ଓଡ଼ିଶା ଜନମତ, ପୋଲସରା ସନ୍ତୋଷ କୁମାର ପଣ୍ଡା
ପୋଲସରା ୦୪/୦୮/୨୫ : ପୋଲସରା ସହରରେ ସହରାଞ୍ଚଳ ପାର୍ଟ ପ୍ଲଟ କିଣାବିକା ବନ୍ଦ ରହିଥିବାରୁ ତାହାକୁ କାର୍ଯ୍ୟକାରୀ କରିବାକୁ ଅଞ୍ଚଳବାସୀ ପୋଲସରା ଉପନିବନ୍ଧକ ତଥା ତହସିଲଦାରଙ୍କୁ ଦାବିପତ୍ର ପଦାନ କରିଛନ୍ତି। ଓଡ଼ିଶା ସରକାରଙ୍କ ନିଷ୍ପତ୍ତି ପ୍ରକାରେ ସହରାଞ୍ଚଳରେ ୫ଶହ ବର୍ଗ ମିଟର ପର୍ଯ୍ୟନ୍ତ ପ୍ଲଟ କିଣାବିକା ହୋଇପାରିବ। ଏହିପରି କିଣାବିକାକୁ ନେଇ ଆଇନଗତ ନିୟମ ଥିବା ବେଳେ ଅନ୍ୟ ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ବିକାକିଣା ହେଉଥିବା ବେଳେ ପୋଲସରା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଏହି ନିୟମ କାର୍ଯ୍ୟକାରୀ ହେଉନାହିଁ। ପୋଲସରା ଉପନିବନ୍ଧକ ତଥା ତହସିଲଦାର ବିକାକିଣା ନିମନ୍ତେ ଅନୁମତି ପ୍ରଦାନ କରୁନଥିବା ଯୋଗୁଁ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଅତି ଜରୁରୀ ଆବଶ୍ୟକ ସମୟରେ ସ୍ବଳ୍ପ ପରିମାଣ ଜମି କିଣାବିକାର ବନ୍ଦ ହେତୁ ଜନସାଧାରଣଙ୍କୁ ଚିକିତ୍ସା, କନ୍ୟା ବିବାହ , ଛାତ୍ରଛାତ୍ରୀଙ୍କ ଉଚ୍ଚ ଶିକ୍ଷା ନିମନ୍ତେ ଆବଶ୍ୟକ ଅର୍ଥ ଯୋଗାଡ଼ ନକରିବା ଯୋଗୁଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜଣେ ଅଫିସର ଦୁଇଟି ବିଭାଗର ଦାୟିତ୍ୱରେ ରହିବା ଯୋଗୁଁ ଉଭୟ ତହସିଲ ଅଫିସ ଓ ସବାରେଜିଷ୍ଟ୍ରି ଅଫିସରେ କାର୍ଯ୍ୟ ସୁଚାରୁଭାବେ ହେଉନଥିବା ଅଭିଯୋଗ ହେଉଛି। ସେଥିପାଇଁ ଜନସାଧାରଣ ପୋଲସରା ତହସିଲଦାର ତଥା ଉପନିବନ୍ଧକ ଦିପ୍ତିମୟୀ ପାତ୍ରଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଥିବା ଜଣାପଡିଛି। ଜନସାଧାରଣ ଓ ବ୍ୟବସାୟୀମାନେ ପାର୍ଟ ପ୍ଲଟ କିଣାବିକା କରିବାରେ ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ତୁରନ୍ତ ଏହି ସମସ୍ୟାର ସମାଧାନ କରିବା ପାଇଁ ଦାବି କରିଛନ୍ତି।

News Comment

You Might Also Like

BACK TO TOP