Breaking News

ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||     

ଆନ୍ଦ୍ର ପ୍ରଦେଶ ରେ ଦାଦନଶ୍ରମିକ ମୃତ୍ୟୁ ଘଟଣା ରେ ସ୍ମଶାନ ରେ ଯୋଗଦେଲେ ପ୍ରାଣୀ ସମ୍ପଦ ମନ୍ତ୍ରୀ |

06-Aug-2025

ଆନ୍ଧ୍ରପ୍ରଦେଶରେ ଦାଦନ ଶ୍ରମିକ ମୃତ୍ୟୁ ଘଟଣା ,
ଶ୍ମଶାନ ଘାଟରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ପୋଲସରା  ୦୫/୦୮/୨୫ : ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ଦୁର୍ଘଟଣା ଘଟି ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ଫାଶୀଗୁଡ଼ା ପଞ୍ଚାୟତର ବାଙ୍ଗରଡ଼ା ଗ୍ରାମର ବନମାଳୀ ବେହେରା ଓ ଚଷା ନିମଖଣ୍ଡି ଗ୍ରାମର ଦଣ୍ଡ ବାଡ଼ତ୍ୟା, ମୋହନା ନିର୍ବାଚନ ମଣ୍ଡଳୀର ଢେପାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଅଳରା ଗ୍ରାମର ଭାସ୍କର ବିଷୋୟୀ ଓ ଟୁକୁନା ଦଳେଇ ଏବଂ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ଧରାକୋଟ ବ୍ଲକର ଧାଉଁଗାମ ପଞ୍ଚାୟତର ବାହାଡ଼ାଗୁଡା ଗ୍ରାମର ମୂଷା ଜେନା ଓ ଓଲମ୍ବ ପଞ୍ଚାୟତର କଷାଇ ଗ୍ରାମର ସନ୍ତୋଷ ଗୌଡ଼ଙ୍କ ଦେହାନ୍ତ ହୋଇଥିଲା। ଏହି ବିଷୟ ଜାଣିବା ପରେ ଓଡ଼ିଶାର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନା ମୃତକ ବୃନ୍ଦଙ୍କ ଗ୍ରାମରେ ପହଞ୍ଚି ଶ୍ମଶାନ ଘଟାକୁ ଯାଇ ଶେଷ ଦର୍ଶନ କରି ଭକ୍ତି ଅର୍ପଣ କରିଥିଲେ। ଏଥି ସହ ଅନ୍ୟ ମୃତକଙ୍କ ପରିବାର ନିକଟରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ଓ ଶ୍ରୀ ଜେନା ପହଞ୍ଚି ପୁଷ୍ପମାଲ୍ୟ ଅର୍ପଣ କରି ଶେଷ ସମ୍ମାନ ପ୍ରଦର୍ଶନ ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ। ସମସ୍ତ ମୃତକଙ୍କ ପରିବାରକୁ ଆନ୍ଧ୍ରପ୍ରଦେଶ ସରକାର ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦେବାକୁ ଘୋଷଣା କରିଛନ୍ତି।

News Comment

You Might Also Like

BACK TO TOP