Breaking News

ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||     

ତାରା ତାରିଣୀ ମହାବିଦ୍ୟାଳୟ ରେ ନିଶାମୁକ୍ତ ପରିସର ଅଭିଯାନ ||

06-Aug-2025

*ନିଶାମୁକ୍ତ* *ପରିସର* *ଅଭିଯାନ* 
ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ତାରାତାରିଣୀ ମହାବିଦ୍ୟାଳୟର ଯୁକ୍ତ ଦୁଇ ଓ ଯୁକ୍ତ ତିନି ଜାତୀୟ ସେବା ଯୋଜନା ତରଫରୁ ନିଶାମୁକ୍ତ ପରିସର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବରିଷ୍ଠ ଅଧ୍ୟାପିକା ଶ୍ରୀମତୀ ସନ୍ଧ୍ୟା ରାଣୀ ପାତ୍ର କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ମୁଖ୍ୟବକ୍ତା ଭାବେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡ଼କ୍ଟର ପ୍ରଭାତ କୁମାର ଦାସ ଯୋଗ ଦେଇଥିଲେ । ସରସ ସୁନ୍ଦର ଭବିଷ୍ୟତ ଗଢ଼ିବାକୁ ହେଲେ ନିଶାମୁକ୍ତ ଜୀବନ ଓ ସୁସଙ୍ଗତ କୁ ବାଛିବା, ନିଶାକୁ ନୁହେଁ ବୋଲି ସଭାରେ ମତପ୍ରକାଶ ପାଇଥିଲା। ଜାତୀୟ ସେବା ଯୋଜନା ଅଧିକାରୀ ଶ୍ରୀଯୁକ୍ତ ସମୀର କୁମାର ମିଶ୍ର, ସୁଶ୍ରୀ ସ୍ୱାଗତିକା ଦାସ, ଅଧ୍ୟାପକ ଶ୍ରୀଯୁକ୍ତ ଯଶୋବନ୍ତ ପାନ୍, ହିମାଂଶୁ ଶେଖର ପଣ୍ଡା ସଭା ଆୟୋଜନରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ନିଶାମୁକ୍ତ ପରିସର ଅଭିଯାନ ଉପଲକ୍ଷେ ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଓ ଶପଥ ପାଠ କରାଯାଇଥିଲା।  ଶେଷରେ ଅଧ୍ୟାପିକା ସୁଶ୍ରୀ ମୀନାକ୍ଷୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP