Breaking News

ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||     

ପୋଲସରା ରେ ପୂଜ୍ୟ ପୂଜା ଅନୁଷ୍ଠାନ ତରଫରୁ ଆସନ୍ତା ଗୁରୁଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ ||

08-Aug-2025

୪୨ତମ ଗୁରୁଦିବସ ପାଳନକୁ ନେଇ  ପୁଜ୍ୟପୂଜା ପ୍ରତିଷ୍ଠାନର ପ୍ରସ୍ତୁତି ବୈଠକ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା.୦୮/୦୭/୨୦୨୫:

 ଆସନ୍ତା ସେପ୍ଟେମ୍ବର ମାସ ୫ ତାରିଖ ଶୁକ୍ରବାର ଦିନ ହେବାକୁଥିବା ପବିତ୍ର ଗୁରୁଦିବସ ଅବସରରେ ଗଂଜାମ ଜିଲ୍ଲା ପୋଲସରା ଅଞ୍ଚଳର ସର୍ବପୁରାତନ ଅନୁଷ୍ଠାନ ପୁଜ୍ୟପୂଜା ପ୍ରତିଷ୍ଠାନ ତରଫରୁ "ଗୁରୁ ପୂଜନ ଉତ୍ସବ" ପର୍ବ ପ୍ରତିବର୍ଷ ଭଳି ପାଳନ କରାଯିବାକୁ ସ୍ଥିର ହୋଇଛି। ଏହି କ୍ରମରେ ଅନୁଷ୍ଠାନ ତାର ୪୨ ତମ ବାର୍ଷିକ ଉତ୍ସବ ପାଳନ କରାଯିବାକୁ ନେଇ ସ୍ଥାନୀୟ ମା" ରତନି ଠାକୁରାଣୀଙ୍କ ପୀଠରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ସଭାପତି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ରାଧାଶ୍ୟାମ ପଣ୍ଡାଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟନିର୍ବାହୀ ସଭାପତି ଡ.ଜ୍ୟୋତିର୍ମୟ ପଟ୍ଟନାୟକ,ସାଧାରଣ ସଂପାଦକ ଆର୍. କାମରାଜୁ ପାତ୍ର ପ୍ରମୁଖ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସଦସ୍ୟ ପ୍ରକାଶଚନ୍ଦ୍ର ପ୍ରଧାନ, ଶରତ ଚନ୍ଦ୍ର ପଟ୍ଟନାୟକ, ରଘୁନାଥ ସାହୁ, ଅଧ୍ୟାପକ ଦେବାଶିଷ ସ୍ୱାଇଁ, ସନ୍ତୋଷ କୁମାର ବେହେରାଙ୍କ ସମେତ ସାମ୍ବାଦିକ କେ.ସାନ୍ତୁନୁ ପାତ୍ର, ସିମାଞ୍ଚଳ ସାହୁ,ସନ୍ତୋଷ କୁମାର ପଣ୍ଡା, ପ୍ରଗତିବନ୍ଧୁ ଦାସ, ନାରାୟଣ ସାହୁ,ଓ ସୁବ୍ରତ ବେହେରା ଏଵଂ ଅନେକ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଏହି ଅବସରରେ କାର୍ଯ୍ୟକ୍ରମର ସଫଳତାକୁ ନେଇ ସବୁଦିଗରୁ ଆଲୋଚନା ହୋଇଥିଲା। ଶେଷରେ ସିମାଞ୍ଚଳ ସାହୁ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP