Breaking News

ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||     

ପୁରୁଷୋତ୍ତମପୁର ସେବା ସାମ୍ବାଦିକ ସଙ୍ଘ ତରଫରୁ ସାମ୍ବାଦିକ ମାନଙ୍କ ଉନ୍ନତି ପାଇଁ ତହସିଲଦାର ଙ୍କୁ ଦାବିପତ୍ର ପ୍ରଦାନ |

09-Aug-2025

ପୁରୁଷୋତ୍ତମପୁର ବ୍ଳକ ଭଏସ୍ ଅଫ୍ ମିଡିଆ ଓ ସେବା ସାମ୍ବାଦିକ ସଙ୍ଘ ତରଫରୁ ସାମ୍ବାଦିକ ମାନଙ୍କ ଉନ୍ନତି ସକାଶେ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ,

             ଓଡିଶା ଜନମତ ବ୍ୟୁରୋ,

ଆଜି ଭଏସ ଅଫ ମିଡ଼ିଆ, ପୁରୁଷୋତ୍ତମପୁର ବ୍ଳକ ସେବା ସାମ୍ବାଦିକ ସଙ୍ଘ ତରଫରୁ ସାତ ଦଫା ଦାବି ସମ୍ବଳିତ ଏକ ଦାବିପତ୍ରମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ସଂଘର ସଭାପତି ତଥା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ପ୍ରସନ୍ନ କୁମାର ଦାଶ ଙ୍କ ନେତୃତ୍ୱ ରେ ତହସିଲଦାର ବିନୋଦ କୁମାର ବେହେରା ଙ୍କୁ ପ୍ରଦାନ କରା ଯାଇଛି | ଏବଂ ତହସିଲଦାର ବିନୋଦ କୁମାର ବେହେରା ଦାବିପତ୍ର  ଉପରେ ବ୍ଳକ ର କାର୍ଯ୍ୟ ରତ ସାମ୍ବାଦିକ ଙ୍କ ସମସ୍ୟା ବିଷୟ ରେ ପୁଙ୍ଖାନୁ ପୁଙ୍ଖ ଆଲୋଚନା କରିଥିଲେ। ପ୍ରଦତ୍ତ ଦାବୀ ଗୁଡିକ ହେଲା କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ସୁରକ୍ଷା ପାଇଁ ସୁରକ୍ଷା ଆଇନ ଅତିଶୀଘ୍ର ଲାଗୁକରିବା, ବରିଷ୍ଠ ଓ ବୟସ୍କ ସାମ୍ବାଦିକ ମାନଙ୍କୁ ପେନସନ ବ୍ୟବସ୍ଥା ର ପ୍ରଚଳନ, ରାଜ୍ୟରେ ସରକାର ଅଧିସ୍ୱୀକୃତି କମିଟି ଗଠନ କରି ଜିଲ୍ଲା ଠାରୁ ବ୍ଲକ ସ୍ତରୀୟ ସାମ୍ବାଦିକ ମାନଙ୍କୁ ଅଧିସ୍ୱୀକୃତି ପ୍ରଦାନ, ସାମ୍ବାଦିକ ଙ୍କୁ ସରକାର ଙ୍କ ଦ୍ଵାରା ପ୍ରଦତ୍ତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରେ ବାପା, ମା ଓ ୨୫ ବର୍ଷରୁ ଉର୍ଦ୍ଧ ବାପାଙ୍କ ଉପରେ ନିର୍ଭର ଶିଳ ପୁଅ,ଝିଅ ଙ୍କୁ ବୀମାରେ ସାମିଲ କରିବା, ମିଡ଼ିଆ ଏକାଡେମୀ ଗଠନ କରିବା ଆଦି ମୁଖ୍ୟ ଦାବୀ ଥିଲା | ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ସାମ୍ବାଦିକ ମାନେ ହେଲେ  ବ୍ଲକ ସମ୍ପାଦକ ତଥା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ଅରୁଣ କୁମାର ଗୌଡ଼, କୋଷଧକ୍ଷ  ଅମିତ କୁମାର ମହାପାତ୍ର,ଉପସଭାପତି କେ ତ୍ରିଲୋଚନ ପାତ୍ର,ଙ୍କ ସହ  ମାଧବା ନନ୍ଦ ଦାଶ,  ତ୍ରିଲୋଚନ ଦାଶ, ଶାନ୍ତନୁ ପଣ୍ଡା, ଶୁଭଙ୍କରୀ ଦାଶ, ଶୁଭଙ୍କର ଦାଶ, ଅରବିନ୍ଦ ଗୌଡ଼, ଉମାକାନ୍ତ ମହାପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ |

News Comment

You Might Also Like

BACK TO TOP