Breaking News

ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||     

ଖୋର୍ଦ୍ଧା ପୋଲିସ ପକ୍ଷରୁ ବୃକ୍ଷ ରୋପଣ, ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ |

09-Aug-2025

ଖୋର୍ଦ୍ଧା ପୋଲିସ ପକ୍ଷରୁ ବୃକ୍ଷରୋପଣ:::ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ
-----------------------------------------
ଓଡିଶା ଜନମତ, ଖୋର୍ଦ୍ଧା,ଗୋପାଳକୃଷ୍ଣ ପ୍ରଧାନ

ଦେଶର ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ "ଏକ ପେଡ ମା କେ ନାମ" କ୍ରମେ ପବିତ୍ର ରକ୍ଷାବନ୍ଧନ ଅବସରରେ ଖୋର୍ଦ୍ଧା ପୋଲିସ ପକ୍ଷରୁ ପ୍ରୋଜେକ୍ଟ ସମ୍ପର୍କ ଅଭିଜାନ ରେ ତରତୁଆ ସ୍ଥିତ ସଂରକ୍ଷିତ ପୋଲିସ ପଡିଆ ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏସପି ସାଗରିକା ନାଥ ଚାରାଟିଏ ରୋପଣ କରି ପରିବେଶ ସୁରକ୍ଷା ବାତ୍ତା ଦେଇଥିଲେ।ଖୋର୍ଦ୍ଧା ସରସ୍ବତୀ ଶିଶୁମନ୍ଦିର ଛାତ୍ରୀଛାତ୍ର ଯୋଗଦେଇ ବୃକ୍ଷରୋପଣ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।ସେହିପରି  ଅତିରିକ୍ତ ଏସପି ଶ୍ରୀନିବାସ ମହାନ୍ତି, ସଦର ଏସଡିପିଓ ନିହାର ରଞ୍ଜନ ପ୍ରଧାନ ଯୋଗଦେଇ ପରିବେଶ କୁ ସନ୍ତୁଳନ ରଖିବାକୁ ହେଲେ ବୃକ୍ଷରୋପଣ ର ଆବଶ୍ୟକତା ଅଛି ବୋଲି କହିଥିଲେ।ସେହିପରି  ରିଜର୍ଭ ଇନିସପେକ୍ଟର ମନୋରଞ୍ଜନ ସତ୍ଯକାନ୍ତ ଜେନା 
ହାବିଲଦାର ଓ କନେଷ୍ଟବଳ ସଂଘ ସଭାପତି ଗିରିଧାରୀ ସିଂହମାଝୀ, ସମ୍ପାଦକ ସଞ୍ଜୟ ସେନାପତି ଓ ଅନ୍ୟ ପୋଲିସ କର୍ମଚାରୀ, ସ୍ୱେଚ୍ଛାସେବୀ,, ପ୍ରମୁଖ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP