Breaking News

ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||     

ହାତୀଓଟ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ, ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |

09-Aug-2025

ମା  ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ହାତୀଓଟରେ ରକ୍ଷା ବନ୍ଧନ ଉତ୍ସବ ପାଳନ ଏଵଂ ବୃକ୍ଷରୋପଣ।
____________________________________
ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା.୦୯/୦୮/୨୦୨୫:

 ପୋଲସରା ବ୍ଲକ୍ ହାତୀଓଟ ଗ୍ରାମ ସ୍ଥିତ ମା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ନନ୍ଦଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ପବିତ୍ର ଭାଇ ଓ ଭଉଣୀର ସ୍ନେହ ମମତା ସମ୍ପର୍କ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଉପସଭାପତି ସନ୍ତୋଷ କୁମାର ପାତ୍ର, ସମ୍ପାଦକ ସନ୍ତୋଷ କୁମାର ମହାରଣା, କୋଷାଧ୍ୟକ୍ଷ କୁମୁଦଚନ୍ଦ୍ର ଦାସ ପ୍ରମୁଖ ଯୋଦଦେଇଥିଲେ। ଏହି ଅବସରରେ ଅନୁଷ୍ଠାନର ସମସ୍ତ ଶିଶୁ ଭାଇଭଉଣୀମାନେ  ପରଷ୍ପର ମଧ୍ୟରେ ପବିତ୍ର ହୃଦୟରେ ରକ୍ଷାବନ୍ଧନ କରିଥିଲେ। ଏଥି ସହିତ ପରିବେଶ ସୁରକ୍ଷା ମହତ୍ ଉଦ୍ଦେଶ୍ୟରେ ପରିସର ମଧ୍ୟରେ ବୃକ୍ଷରୋପଣ କରିଥିଲେ। ଏହା ପୂର୍ବରୁ ଛାତ୍ରଛାତ୍ରୀମାନେ ନିଜର ଅଭିଭାବକଙ୍କ ସମର୍ଥନରେ‌ ନିଜନିଜର ବାସଗୃହରେ ମା ମାନଙ୍କୁ ସଙ୍ଗରେ ନେଇ ବୃକ୍ଷରୋପଣ କରିବା ସହିତ ଗ୍ରାମବାସୀଙ୍କୁ ମଧ୍ୟ ବୃକ୍ଷରୋପଣ କରି ପରିବେଶକୁ ବଞ୍ଚାଇବାକୁ ସଚେତନ କରାଇଥିଲେ। କାର୍ଯ୍ୟକ୍ରମ ଶେଷରେ ଅନୁଷ୍ଠାନ ଇକୋକ୍ଲବ୍ ତରଫରୁ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ମାଙ୍କ ସମ୍ମାନରେ ଗୋଟାଏ ବୃକ୍ଷ ଲଗାଯିବା ସହିତ ପୃଥିବୀମାତାର ସୁରକ୍ଷା ସକାଶେ ଭାଗିଦାରୀ ହୋଇଥିବାକୁ ନେଇ "ସହଯୋଗୀ" ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ତେବେ ଅନୁଷ୍ଠାନର କୋମଳମତି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଏଭଳୀ ପରିବେଶ ସୁରକ୍ଷା କାର୍ଯ୍ୟକ୍ରମକୁ ନେଇ ସମଗ୍ର ହାତୀଓଟ ପଞ୍ଚାୟତର ସଚେତନ ନାଗରିକମାନେ ଭୂରି ଭୂରି ପ୍ରଶ°ସା କରିଛନ୍ତି। କାର୍ଯ୍ୟକ୍ରମରେ ବିଦ୍ୟାମନ୍ଦିରର ସମସ୍ତ ଗୁରୁମା,ମାଉସୀମା ଓ ବାହନ ପ୍ରମୁଖ ଭାଇମାନେ ଉପସ୍ଥିତ ରହି ସହଯୋଗ କରିଥିବାର ଦେଖିବାକୁ ମିଳିଥିଲା।

News Comment

You Might Also Like

BACK TO TOP