Breaking News

ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||     

ଶ୍ରୀରାମ ଆଦର୍ଶ ଶିକ୍ଷନିକେତନ ରେ ରକ୍ଷା ବନ୍ଧନ ଅନୁଷ୍ଠିତ |

09-Aug-2025

ସାମାଜିକ ସମରସତ୍ତା ର ପର୍ବ ରାକ୍ଷୀ,ଶ୍ରୀରାମ ଆଦର୍ଶ ଶିକ୍ଷା ନିକେତନ ରେ ରକ୍ଷା ବନ୍ଧନ |

ସାମାଜିକ ସମର ସତ୍ତା ର ପର୍ବ ରାକ୍ଷୀ,

         ଓଡିଶା ଜନ ମତ  ବ୍ୟୁରୋ,

 ପୁରୁଷୋତ୍ତମପୁର ନଗର କେନ୍ଦ୍ରସ୍ଥଳରେ ଅବସ୍ଥିତ ଶ୍ରୀରାମ ଆଦର୍ଶ ଶିକ୍ଷା ନିକେତନରେ ମହା ଆଡ଼ମ୍ବରରେ ସାମାଜିକ ସମରସତ୍ତାର ପର୍ବ ରକ୍ଷା ବନ୍ଧନ ପାଳନହୋଇ ଯାଇଛି । ପ୍ରଥମେ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନେ ପ୍ରଭାତ ସମୟରେ  ନିକଟସ୍ଥ କୁମାରୀ ଗ୍ରାମର ଆୟୂର୍ବେଦାଚାର୍ଯ୍ୟ ଶ୍ରୀଯୁକ୍ତ ହରିହର ରଥ ସାରଙ୍କ ଆଦର୍ଶ ଗୋଶାଳା ରେ ପହଞ୍ଚିଥିଲେ । ସେଠାରେ ଗୋଶାଳାର ପରିବେଶ ପରିଚ୍ଛନ୍ନତା ଉପରେ ଧ୍ୟାନ ଦେଇ ଗୋସେବା ଅୟମାରମ୍ଭ କରିଥିଲେ । ପ୍ରାୟ ୪୦ ରୁ ଉର୍ଦ୍ଧ୍ବ ଗୋମାତା ମାନଙ୍କୁ ତେଲ ହଲଦିରେ ସୁସଜ୍ଜିତ କରି ପୁଷ୍ପମାଲ୍ୟ ପରିଧାନ ପୂର୍ବକ ଆରତୀ ଉତ୍ତାରିଥିଲେ । ଆଦର୍ଶ ଗୋଶାଳା ର ପ୍ରବନ୍ଧକ ରଥ ସାର୍ ଗୋସେବା ର ମହତ୍ତ୍ଵ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ । ଶେଷରେ ସମସ୍ତ ଛାତ୍ରଛାତ୍ରୀ , ସଙ୍କୀର୍ତ୍ତନ କରି ସେଠାରୁ ପ୍ରସ୍ଥାନ କରିଥିଲେ । ସେଠାରୁ ଫେରି ଅନୁଷ୍ଠାନରେ ଶତାଧିକ ଛାତ୍ରଛାତ୍ରୀ ରକ୍ଷା ବନ୍ଧନ ପାଇଁ ଏକତ୍ରିତ ହୋଇଥିଲେ ।ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ବିବିଧ କ୍ଷେତ୍ର ସାଗର ଭାରତୀ ସିମା ଜାଗରଣ ରାଜ୍ୟ ସଭାପତି ଶ୍ରୀଯୁକ୍ତ ପ୍ରତାପ ଦାମଲ୍ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଛାତ୍ରଛାତ୍ରୀ ମାନଙ୍କୁ ସାମାଜିକ ସମରସତ୍ତା ପାଇଁ କିପରି ଶାରୀରିକ ଦୃଷ୍ଟିରୁ ବଳିଷ୍ଠ ମାନସିକ ଦୃଷ୍ଟିରୁ ସୁଦୃଢ ହେବାପାଇଁ ପ୍ରବର୍ତ୍ତାଇ ଥିଲେ । ଇତ୍ୟବସର ରେ ପ୍ରତ୍ୟେକ ଛାତ୍ରଛାତ୍ରୀ ପରସ୍ପରକୁ ରାକ୍ଷୀ ବାନ୍ଧି ମିଷ୍ଠାନ ଖୁଆଇ ସଦଭାବନା ବାଣ୍ଟି ଥିଲେ । ପରବର୍ତ୍ତୀ ସମୟରେ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ନଗରର ବିଭିନ୍ନ ଅନୁଷ୍ଠାନ ବୁଲି ସଦଭାବନା ବୃଦ୍ଧି ପାଇଁ ସମସ୍ତଙ୍କୁ ରାକ୍ଷୀ ବାନ୍ଧିଥିଲେ । ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏଥିରେ ଛାତ୍ରଛାତ୍ରୀ ମାନଙ୍କୁ ଗାଇଡ କରିଥିଲେ । ଅନୁଷ୍ଠାନର ଉଦ୍ୟୋକ୍ତା ଶେଷରେ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP