Breaking News

ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||     

ପୋଲସରା କଳମ୍ବ ରେ ଫାଲେରିଆ ନିରାକାରଣ ଅଭିଯାନ |

11-Aug-2025

ଫାଇଲେରିଆ ନିରାକରଣ ଅଭିଯାନ,

ଓଡିଶା ଜନ ମତ ବ୍ୟୁରୋ,

ପୋଲସରା ବ୍ଳକ କଳମ୍ବ ପଞ୍ଚାୟତରେ ଜିଲ୍ଲା ସ୍ତରୀୟ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ||ଫାଲେରିଆ ମୁକ୍ତ କରିବା ଲକ୍ଷ୍ୟ ନେଇ ପ୍ରତିବର୍ଷ ଅଗଷ୍ଟ ମାସରେ ସାମୁହିକ ଭାବେ ଫାଲେରିଆ ଔଷଧ ବଣ୍ଟନ ସହ ସେବନ କରାଯାଇଥିବା ଅବସରରେ ପୋଲସରାର କଳମ୍ବ ପଞ୍ଚାୟତ ରେ ଆଜି ଜିଲ୍ଲା ସ୍ତରୀୟ ସାମୁଦିକ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । 
ଶତପ୍ରତିଶତ ଲୋକ ସେପରି ଡ଼ିଇସି, ଆଲବେଣ୍ଡଜଲ  ଓ ଆଲଭରମେକ୍ସିନ ବଟିକା
ଖାଇବେ ସେଥ୍ ପ୍ରତି ସମସ୍ତେ ଯତ୍ନବାନ ହେବାକୁ ଆହ୍ଵାନ କରାଯାଇଥିଲା। ଏହି ଅବସରରେ ଅତିଥିମାନେ ସଚେତନତା ରଥକୁ ଭଦ୍‌ଘାଟନ କରିଥିଲେ।  କାର୍ଯ୍ୟକ୍ରମରେ  ସିଏଚ ଓ ଡ. ସ୍ନେହଳତା ପାତ୍ର, ଆଶା ଉର୍ମିଳା  ପ୍ରଧାନ, ସ୍ବେଛାସେବୀ ପ୍ରଶାନ୍ତ କୁମାର ପ୍ରଧାନ, ସଦସ୍ୟ ମାନେ ହେଲେ, ଅଜିତା, ଶୁଭମ, ସଞ୍ଜୟ, ଆଶାଲତା, ନିକି, ପିହୁ, ଶୁଭ ପ୍ରମୁଖ ଉପସ୍ଥିତ ଥିଲେ |

News Comment

You Might Also Like

BACK TO TOP