Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଫାଲେରିଆ, ନିରାକରଣ ସଚେତନ ଓସମୂହ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ||

12-Aug-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଫାଇଲେରିଆ,ମ୍ୟାଲେରିଆ ଓ ଡେଙ୍ଗୁ ନିରାକରଣ ସଚେତନ ଏଵଂ ସମୂହ ଔଷଧ ସେବନ କାର୍ଯ୍ୟକ୍ରମ।

ଓଡ଼ିଶାଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା.୧୧/୦୮/୨୦୨୫:

ଗଂଜାମ ଜିଲ୍ଲା ପୋଲସରା ସ୍ଥିତ ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଫାଇଲେରିଆ,ମ୍ୟାଲେରିଆ ଓ ଡେଙ୍ଗୁ ନିରାକରଣ ସଚେତନ ଏଵଂ ସମୂହ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜାତୀୟ ସେବା ଯୋଜନା ପୁରୁଷ ଓ ମହିଳା ବିଭାଗ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ନାୟକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିବାବେଳେ ମୁଖ୍ୟ ଅତିଥିଭାବେ ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼ାକ୍ଟର ସୟେଦ ଇକୁବେଲ ହୁସେନ ଏଵଂ ସମ୍ମାନୀତ ଅତିଥିଭାବେ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ପୂଜା ପରିଡ଼ା ଓ ସ୍ବାସ୍ଥ୍ୟକର୍ମୀ ଅନୀଲ କୁମାର ମଲ୍ଲିକ ଜାତୀୟ ସେବା ଯୋଜନା କଲେଜ କମିଟି ସଦସ୍ୟ ତଥା ଅଧ୍ୟାପକ ଅନୀଲ କୁମାର ଦାସ ଓ ଅଧ୍ୟାପକ ରୁଦ୍ର ପ୍ରସାଦ ଗୌଡ଼ ପ୍ରମୁଖ ଯୋଗଦେଇ ଉପରୋକ୍ତ ତିନିଗୋଟି ରୋଗ ଗୁଡ଼ିକର ସୃଷ୍ଟି, ସଂକ୍ରମଣ, ବୃଦ୍ଧି,ଲକ୍ଷଣ ଓ ନିରାକରଣ ସମ୍ବନ୍ଧରେ ଉପସ୍ଥିତ ଛାତ୍ରଛାତ୍ରୀ ଓ ସ୍ବେଚ୍ଛାସେବୀ ମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇବାସହ ସଚେତନା କରାଇଥିଲେ। ଅଧ୍ୟକ୍ଷ ଡକ୍ଟର ନାୟକ ନିଜ ବକ୍ତବ୍ୟରେ ଯଦି ନିରାମୟ ଜୀବନ ଅତିବାହିତ କରିବାକୁ ହେଲେ ଦୈନିକ ଝାଳବୁହା ପରିଶ୍ରମ କରିବାକୁ ପରାମର୍ଶ ଦେବାସହ ସର୍ବପ୍ରଥମେ ନିଜେ ଔଷଧ ସେବନ କରି ଅନ୍ୟ ସମସ୍ତଙ୍କୁ ଖାଇବାକୁ ଉତ୍ସାହିତ କରିଥିଲେ। ଏହି ଅବସରରେ ସାମୁହିକ ଭାବେ ଉପସ୍ଥିତ ଯୁକ୍ତ ଦୁଇ ଯୁକ୍ତ ତିନି ବର୍ଷର ଛାତ୍ରଛାତ୍ରୀ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରିମାନେ ଔଷଧ ସେବନ କରିଥିବାର ଦେଖିବାକୁ ମିଳିଥିଲା। ଶେଷରେ ଓଡ଼ିଆ ବିଭାଗ ଅଧ୍ୟାପକ ଲିପିନାଥ ସି° ଅନୁଷ୍ଠାନ ତରଫରୁ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP