Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ "ହର ଘର ତ୍ରିରଙ୍ଗା ` କାର୍ଯ୍ୟକ୍ରମ ଅନୁଷ୍ଠିତ |

13-Aug-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ "ହର୍ ଘର୍ ତ୍ରିରଙ୍ଗା" ପ୍ରତିଯୋଗିତା କାର୍ଯ୍ୟକ୍ରମ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା.୧୩/୦୮/୨୦୨୫:- ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ "ହର୍ ଘର୍ ତ୍ରିରଙ୍ଗା" ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନସିସି ଅଧିକାରୀ ଲେପନାଣ୍ଟ ବିନତା କୁମାରୀ ଦାସଙ୍କ ପ୍ରତ୍ୟକ୍ଷ ସ°ଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କମିଟି ସଦସ୍ୟ ତଥା ଦର୍ଶନ ଶାସ୍ତ୍ର ବିଭାଗ ଅଧ୍ୟାପକ ସେକ୍ ଫରିଦ୍ ଓଡ଼ିଆ ବିଭାଗ ଅଧ୍ୟାପକ ଡକ୍ଟର ବିରଞ୍ଚି ନାରାୟଣ ରଥ ଓ ଅଧ୍ୟାପିକା ଡକ୍ଟର ଜ୍ୟୋତ୍ସା ରାଣୀ ପଟ୍ଟନାୟକ,ପ୍ରାଣୀବିଭାଗ ଅଧ୍ୟାପକ ସ୍ୱାଭିମାନ ସାହୁ, ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପିକା ଡକ୍ଟର ରୋଜିତା ମିଶ୍ର,କ୍ରୀଡା ଶିକ୍ଷକ ଦୀପକ କୁମାର ସ୍ୱାଇଁଙ୍କ ସମେତ ସୁଜାତା ରାଣୀ ବେହେରା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ,ବକୃତା ଏଵଂ ଦେଶାତ୍ମକବୋଧ ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉକ୍ତ ପ୍ରତିଯୋଗିତାର ପ୍ରବନ୍ଧରେ ଛାତ୍ରୀ ରଚନା ପ୍ରଧାନ ପ୍ରଥମ ସ୍ଥାନ,ଛାତ୍ରୀ ବସୁନ୍ଧରା ପ୍ରଧାନ ଦ୍ୱିତୀୟ ସ୍ଥାନ ଓ ଛାତ୍ରୀ ପ୍ରିୟଙ୍କା ରାଣୀ ସାହୁ ତୃତୀୟ ସ୍ଥାନ ଅଧିକାର କରିଥିବାବେଳେ ବକୃତା ପ୍ରତିଯୋଗୀତାରେ ଛାତ୍ରୀ ଇତିଶ୍ରୀ ପ୍ରଧାନ ପ୍ରଥମ ସ୍ଥାନ ଓ ଛାତ୍ରୀ କାଜଲ ଗୌଡ଼ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଦେଶାତ୍ମକବୋଧ ସ°ଗୀତ ପ୍ରତିଯୋଗିତାରେ ଛାତ୍ରୀ ଇନ୍ଦିରା ଶବର ତୃତୀୟ ସ୍ଥାନ ଅଧିକାର କରିବାରେ ସଫଳ ହୋଇଛନ୍ତି। କାର୍ଯ୍ୟକ୍ରମରେ ସ୍ଥାନୀୟ ଏନ୍ଏସି ପକ୍ଷରୁ "ହର୍ ଘର୍ ସ୍ବଚ୍ଛତା" ବିଷୟକୁ ନେଇ ସଚେତନ କରାଯାଇଥିଲା।

News Comment

You Might Also Like

BACK TO TOP