Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ତରଫରୁ "ହରଘର ତ୍ରିରଙ୍ଗା `ରାଲି ଅନୁଷ୍ଠିତ |

14-Aug-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ତରଫରୁ  "ହର୍ ଘର୍ ତ୍ରିରଙ୍ଗା" ରାଲି।
__________________________________
ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ୧୪.୦୮.୨୦୨୫ :
ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ "ହର୍ ଘର୍ ତ୍ରିରଙ୍ଗା" ରାଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟର ପ୍ରିନ୍ସିପାଲ୍ ପ୍ରଫେସର ଡ. ଦିଲ୍ଲୀପ କୁମାର ନାୟକ ,ଏନ୍.ସି.ସି. ଲେଫ୍ଟନାଣ୍ଟ ବିନତା କୁମାରୀ ଦାସ୍ ଏଵଂ ଏନ୍.ଏସ୍.ଏସ୍ ପ୍ରୋଗ୍ରାମ ଅଫିସର ପ୍ରମୁଖ ଯୋଗଦେଇ  ଛାତ୍ରଛାତ୍ରୀମାନଙ୍କ ସହିତ  "ହର୍ ଘର୍ ତ୍ରିରଙ୍ଗା" ରାଲୀର ସ୍ଲୋଗାନ ଦ୍ଵାରା ପିଲାମାନଙ୍କୁ ଉତ୍ସାହିତ କରିଥିଲେ। ରାଲିରେ ସମର ଶିକ୍ଷାର୍ଥୀ ବାହିନୀ ଛାତ୍ରୀ , ଜାତୀୟ ସେବା ଯୋଜନା ଛାତ୍ରଛାତ୍ରୀ ଓ ଯୁବ ରେଡକ୍ରସ୍ ଛାତ୍ରଛାତ୍ରୀଙ୍କୁ ମିଶାଇ   ମୋଟ୍ ୨୫୦ ଜଣ ବିଦ୍ୟାର୍ଥୀ ମାନେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ  ଅନୁଷ୍ଠାନର ଅଧ୍ୟାପକ ଓ ଅଧ୍ୟାପିକାମାନେ ଯୋଗଦେଇ ସଫଳ କରିବାରେ ସହଯୋଗ କରିଥିଲେ।  ଏହି ଶୋଭାଯାତ୍ରା ମହାବିଦ୍ୟାଳୟରୁ ବାହାରି ବ୍ଲକଛକ ଦେଇ ରାଣୀପଡ଼ା ଶ୍ରୀ ଶ୍ରୀ ପଶ୍ଚିମମୁଖ ଲଙ୍ଗଳେଶ୍ବର ମନ୍ଦିରଠାରେ ସମାପ୍ତ ହୋଇଥିଲା।
ରିପୋର୍ଟ୍: ସନ୍ତୋଷ କୁମାର ପଣ୍ଡା

News Comment

You Might Also Like

BACK TO TOP