Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ, ଅଧ୍ୟାପକ ଓ ଅଣଶିକ୍ଷକକର୍ମଚାରୀ ଙ୍କକାର୍ଯ୍ୟବନ୍ଦ ଆନ୍ଦୋଳନ |

18-Aug-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ,

ଓଡିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା,

 ତା --୧୮/୮/୨୫ : 

ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ଡ଼ାକରାରେ ଅଗଷ୍ଟ ୧୮ ତାରିଖ ଠାରୁ ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ୨୦୦୮ ରୁ ୨୦୧୮ ମସିହା ମଧ୍ୟରେ ମହାବିଦ୍ୟାଳୟ ପରିଚାଳନା କମିଟି ଦ୍ୱାରା ନିଯୁକ୍ତି ପାଇଥିବା ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀ ବୃନ୍ଦଙ୍କୁ ପୂର୍ଣ୍ଣ ଅନୁଦାନ ପ୍ରଦାନ ଦାବିରେ ଅନିର୍ଦ୍ଦିଷ୍ଟ ସମୟ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ କରି ମହାବିଦ୍ୟାଳୟ ପରିସର ମଧ୍ୟରେ ୧୮/୦୮/୨୫ ତାରିଖ ଠାରୁ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ସଭାପତି ବିଶ୍ବରଞ୍ଜନ ଦାସ ସଂଘର ପତ୍ର ସଂଖ୍ୟା ୯୫୮ ପ୍ରକାରେ ୦୮/୦୮/୨୦୨୫ ତାରିଖ ଦିନ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟକୁ ପତ୍ର ଲେଖିବା ସହ ତାହାର କପି ଉଚ୍ଚ ଶିକ୍ଷା ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ଓ ବିଭାଗର ସଚିବମାନଙ୍କୁ ପଠାଇ ସରକାରଙ୍କ ସହ ବିଭିନ୍ନ ସମୟରେ ଆଲୋଚନା ହୋଇଥିଲେ ମଧ୍ୟ ସରକାର ସଂଘର ଦାବି ପୂରଣ କରିନଥିବା ଜଣାଇଥିଲେ। ୨୦୨୫ ଅଗଷ୍ଟ ୧୬ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବାକୁ ସଂଘର ନେତୃମଣ୍ଡଳୀ ଭୁବନେଶ୍ୱର ଯାଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇପାରିଲନାହିଁ। ଯାହା ଫଳରେ ଅଗଷ୍ଟ ୧୮ ତାରିଖ ଠାରୁ ୪୮୮ ଓ ୬୬୨ ବର୍ଗର +୨ ଓ +୩ ଶ୍ରେଣୀକୁ ଅଧ୍ୟୟନ କରୁଥିବା ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀ ବୃନ୍ଦ ସମଗ୍ର ରାଜ୍ୟରେ କାର୍ଯ୍ୟବନ୍ଦ ଆନ୍ଦୋଳନରେ ଯୋଗଦେଇଛନ୍ତି। ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଡିଗ୍ରୀ ଓ ଉଚ୍ଚ ମାଧ୍ୟମିକ ବିଭାଗର ଅଧ୍ୟାପକ ବୃନ୍ଦ ଓ ଅଣଶିକ୍ଷକ କର୍ମଚାରୀ ବୃନ୍ଦ କାର୍ଯ୍ୟବନ୍ଦ କରି ଅନର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନରେ ଯୋଗଦେଇଛନ୍ତି। ଯାହାଦ୍ୱାରା ଶିକ୍ଷାଦାନ ଉପରେ ଗୁରୁତର ପ୍ରଭାବ ପକାଇଥିବା ଜଣାପଡ଼ିଛି।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP