Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ଦୁଇ ଉଚ ବିଦ୍ୟଳୟ ରେ ବ୍ଲଜସ୍ତରୀୟ ଚକ୍ଷୁ ପରୀକ୍ଷଣ ଶିବିର ଅନୁଷ୍ଠିତ!|

20-Aug-2025

ଦୁଇ ଉଚ୍ଚ ବିଦ୍ୟାଳୟରେ ବ୍ଳକ ସ୍ତରୀୟ ଚକ୍ଷୁ ପରୀକ୍ଷଣ ଶିବିର,

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୧୯/୦୮/୨୫ : 

ପୋଲସରା ବ୍ଲକ ଅନ୍ତର୍ଗତ ଗୋଛାବାଡି ଓ ଚିରିକିପଡା ଶାସନ ଉଚ୍ଚ ବିଦ୍ୟାଳୟରେ  ସମଗ୍ର ଶିକ୍ଷା, ଗଞ୍ଜାମ ଆନୁକୂଲ୍ୟରେ ସୁରେନ୍ଦ୍ର ସାଏ ଦିବ୍ଯ ଦୃଷ୍ଟି ଦ୍ୱାରା ଚକ୍ଷୁ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଛାବାଡି ହାଇ ସ୍କୁଲରେ ଅଗଷ୍ଟ ୧୮ ତାରିଖରେ ଓ ଚିରିକିପଡା ଶାସନ ହାଇ ସ୍କୁଲରେ ଅଗଷ୍ଟ ୧୯ ତାରିଖ ଦିନ ଶିବିର ଅନୁଷ୍ଠିତ ହୋଇଥିଲା। ଉଭୟ ଶିବିରରେ ମୋଟ ୩୦୨ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିବା ବେଳେ ୧୧୦ ଜଣ ଛାତ୍ରଛାତ୍ରୀଙ୍କୁ ମାଗଣା ଚଷମା ପ୍ରଦାନ କରିବା ପାଇଁ ଚିହ୍ନଟ କରାଯାଇଥିଲା। ୫ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ସମସ୍ୟା ରହିଥିବା ଯୋଗୁଁ ସେମାନଙ୍କୁ ଜିଲ୍ଲା ଚକ୍ଷୁ ପରୀକ୍ଷା କେନ୍ଦ୍ରକୁ ପଠାଯିବ ବୋଲି ସ୍ଥିର ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଗୋଛାବାଡି ହାଇ ସ୍କୁଲର ପ୍ରଧାନ ଶିକ୍ଷକ ହର ମୋହନ ଗୌଡ଼, ଚିରିକିପଡା ଶାସନ ହାଇ ସ୍କୁଲର ପ୍ରଧାନ ଶିକ୍ଷକ ବୁଲୁ ବେହେରା ଓ ଉଭୟ ସ୍କୁଲର ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଡାକ୍ତର ସିଲା ସୀତାରାମ, ଚକ୍ଷୁ ବିଶେଷଜ୍ଞ ଡାକ୍ତର ଏ. ନାଗେଶ୍ବର ରାଓ ଆଚାରୀ ଓ ସୃଷ୍ଟି ସାହୁ ଛାତ୍ରଛାତ୍ରୀ ବୃନ୍ଦଙ୍କ ଚକ୍ଷୁ ପରୀକ୍ଷା କରିଥିଲେ। ପୋଲସରା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗୋଷ୍ଠୀ ସମ୍ବଳ ଶିକ୍ଷକ ଉପେନ୍ଦ୍ର କୁମାର ସେଠୀ ଓ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ କମଳିନୀ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସମସ୍ତ ଅନ୍ତର୍ନିବେଶୀ ଶିକ୍ଷା ସ୍ୱେଚ୍ଛାସେବୀ ଓ ସିଆରସିସି ବୃନ୍ଦ ଉଭୟ ବିଦ୍ୟାଳୟରେ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP