Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ପୋଲସରା ନିମିନା ଗ୍ରାମରେ ପୋଖରୀ ରେ ବୁଡି ଯୁବକଙ୍କ ମୃତ୍ୟ |

21-Aug-2025

ପୋଖରିରେ ବୁଡି ଯୁବକଙ୍କ ମୃତ୍ୟୁ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ୨୦. ୮. ୨୫:

 ପୋଲସରା ଥାନା ନିମିନା ଗ୍ରାମର ଜଣେ ଯୁବକ ପାଣିରେ ବୁଡି ମୃତ୍ୟୁ ବରଣ କରିଛି।  ମୃତକ ଜଣକ ହେଲେ ନିମିନା ଗ୍ରାମର ବବୁଲ  ବିଷୋୟୀ (୨୦)| ଗ୍ରାମର  ଶିବ ମନ୍ଦିର ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧାଉଥିବାବେଳେ ପୋଖିରିରେ ନଡ଼ିଆ ଭାସୁଥିବାର ଦେଖିବାକୁ ପାଇଥିଲେ।ନଡ଼ିଆକୁ ଆଣିବାକୁଯାଇ ନଡ଼ିଆ ଧରି ଫେରୁଥିବାବେଳେ ନିଶ୍ୱାସ ପ୍ରଶ୍ୱାସ ନେବାରେ ବାଧା ହେବା ଯୋଗୁଁ ପାଣି ଭିତରେ ବୁଡ଼ିଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗ ଆମ୍ବୁଲାନ୍ସ ଘଟଣା ସ୍ଥଳରେ ପହଞ୍ଚି ଗ୍ରାମବାସୀ ଓ ପରିବାର ଲୋକଙ୍କ ସହଯୋଗରେ ପାଣି ଭିତରୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଡ଼ାକ୍ଟରଙ୍କୁ ଦେଖାଇଥିଲେ। ଡ଼ାକ୍ଟର ପରୀକ୍ଷା କରି ବବୁନକୁ ଘୋଷଣା କରିଥିଲେ। ଘଟଣା ଖବର ପାଇ ସ୍ଥାନୀୟ ପୋଲିସ ମେଡ଼ିକାଲକୁ ଯାଇ ତଦନ୍ତ କରିବାସହ ଶବ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁରକୁ ପଠାଇ ଦିଆଯାଇଛି।

News Comment

You Might Also Like

BACK TO TOP