Breaking News

ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||     

ବୁଗୁଡ଼ା କରସିଙ୍ଗି ଗ୍ରାମପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ |

21-Aug-2025

ବୁଗୁଡା ବ୍ଲକ : ପ୍ରଥମ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣୀ,

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ବୁଗୁଡା  ୨୦/୮/୨୫ : 

ଗଞ୍ଜାମ ଜିଲ୍ଲାପାଳଙ୍କ ପତ୍ର ସଂଖ୍ୟା ୧୬୬୪, ତାରିଖ ୮/୮/୨୫ ପ୍ରକାରେ ବୁଗୁଡା ବ୍ଲକର ପ୍ରଥମ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣୀ କରସିଙ୍ଗି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣୀ କାର୍ଯ୍ୟକ୍ରମରେ ଏଡିଏମ ସୁନିଲ କେରେକେଟା, ବୁଗୁଡା ବିଡ଼ିଓ ଦୁତିକୃଷ୍ଣ ପାତ୍ର, ତହସିଲଦାର ତାପସ ରାଉତ, ଏବିଡ଼ିଓ ଧର୍ମରାଜ ପରିଡା, ସିଡିପିଓ ବବିତା କୁମାରୀ ପଣ୍ଡା, ପୋଲିସ ଏସଆଇ ଅଜିତ କୁମାର ପରିଡା, ଏପିଓ ମୁଜିବର ରହମନ ମଲ୍ଲିକ, ସରପଞ୍ଚ ଜ୍ୟୋତ୍ସ୍ନାରାଣୀ ବିଶ୍ୱାଳ ଓ ସମିତି ସଭ୍ୟ ଚିକୁ ବାରିକ ପ୍ରମୁଖ ଯୋଗଦେଇଥିଲେ। ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୧୩୨ ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା। ସେଥିରୁ ୧୨୮ ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ମାତ୍ର ୪ ଗୋଟି ସାମୁହିକ ଅଭିଯୋଗ ଥିଲା। ବ୍ୟକ୍ତିଗତ ଅଭିଯୋଗ ମଧ୍ୟରେ କେବଳ ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାସନ କାର୍ଡ ଅନ୍ତର୍ଭୁକ୍ତ ଥିଲା। କାର୍ଯ୍ୟକ୍ରମ ପରିଚାଳନା ପାଇଁ ବିଭିନ୍ନ ସରକାରୀ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP