Breaking News

ବଟି ମାଗିବାକୁ ନେଇ ବିଜେପି ନରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||     

କୋଦଳା ଉପକାରାଗାର ରେ ବିଚାରଧୀନ ବୃଦ୍ଧ ଙ୍କ ମୃତ୍ୟୁ |

21-Aug-2025

କୋଦଳା ଉପକାରାଗାରରେ ବିଚାରଧୀନ ବୃଦ୍ଧ ଙ୍କ ମୃତ୍ୟୁ।

ଓଡିଶା ଜନ ମତ,ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ଖଲ୍ଲିକୋଟ ଅବକାରୀ ବିଭାଗ ପକ୍ଷରୁ ସଦଳବଳେ ଚଢ଼ାଉ ବେଳେ ଗତକାଲି ବେଗୁନିଆ ପଡ଼ା ନୁଆ ସାହିର ବି ଲିଙ୍ଗରାଜ ପାତ୍ରଙ୍କ ଠାରୁ ୪୫୦ ଗ୍ରାମ ଅଫିମ ଜବତ ହୋଇଥିଲା ଓ ତାକୁ ଅବକାରୀ ବିଭାଗ ପକ୍ଷରୁ କୋର୍ଟ ଚାଲାଣ ପରେ ସେ କୋଦଳା ଉପକାରାଗାରରେ ବିଚାରଧୀନ ବ୍ୟକ୍ତି ଭାବେ ବନ୍ଦି ହୋଇଥିଲେ। କିନ୍ତୁ ଆଜି ସକାଳୁ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାକୁ କୋଦଳା ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଡ଼ାକ୍ତର ତାକୁ ମୃତ ଘୋଷଣା କରିଛନ୍ତି। ଏହି ଭଳି ଅଭାବନୀୟ ପରିସ୍ଥିତିରେ ତାର ପରିବାର ଓ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP