Breaking News

ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||     

ସବ୍ୟସାଚି ପ୍ରଧାନ ଙ୍କ ଦ୍ୱତୀୟ ସଂସ୍କରଣ "ଆରମ୍ଭ ` ପତ୍ରିକା ଉନ୍ମୋଚନ |

21-Aug-2025

ସବ୍ୟସାଚି ପ୍ରଧାନଙ୍କ ଦ୍ୱିତୀୟ ସଂସ୍କରଣ "ଆରମ୍ଭ" ପତ୍ରିକା ଉନ୍ମୋଚନ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା.୨୧/୦୮/୨୦୨୫:

 ପୋଲସରା ବ୍ଲକ୍ କଳମ୍ବ ଗ୍ରାମସ୍ଥିତ ରାଜଶ୍ରୀ ବଳାସୀ ସେବାସଦନ ଠାରେ ଚଳିତ ବୁଧବାର ୨୦ ତାରିଖ ଦିନ ସବ୍ୟସାଚି ପ୍ରଧାନଙ୍କ ନିଜସ୍ଵ ସଂପାଦନାରେ "ଆରମ୍ଭ" ପତ୍ରିକାର ଦ୍ୱିତୀୟ ସଂସ୍କରଣ   ଉନ୍ମୋଚିତ ହୋଇଯାଇଛି।କାର୍ଯ୍ୟକ୍ରମରେ ବିଶିଷ୍ଠ ଶିକ୍ଷାବିତ୍ ତଥା ସୁସାହିତ୍ୟିକ କବି ବୃନ୍ଦାବନ ପ୍ରଧାନ ଉଦଘାଟକ ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିବାବେଳେ ମୁଖ୍ୟ ଅତିଥିଭାବେ ବିଶିଷ୍ଠ ଶିଶୁ ସାହିତ୍ୟିକ ତ୍ରିନାଥ ପ୍ରଧାନ ସମ୍ମାନୀତ ଅତିଥିଭାବେ ପୂର୍ବତନ ସରପଞ୍ଚ କାଳୁ ଚରଣ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ। ପରେ ଅଧ୍ୟାପକ ମନୋଜ କୁମାର ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ ସଭାକାର୍ଯ୍ୟରେ ମ°ଚାସିନ ଅତିଥିବୃନ୍ଦଙ୍କ ସମେତ ଅନ୍ୟ ସମସ୍ତ ଅତିଥିମାନେ ଶିଶୁମାନଙ୍କ ଜ୍ଞାନର ବିକାଶ ପାଇଁ କେବଳ ୧୮ ବର୍ଷରୁ କମ୍ ବୟସର ପିଲାମାନଙ୍କ ନିଜସ୍ଵ ସୃଜନଶୀଳତାକୁ ଏହି ପତ୍ରିକା ସ୍ଥାନ ଦେବାସହ ଓଡ଼ିଆ ଭାଷାକୁ ଯୋଡ଼ି ରଖିବାକୁ ସବ୍ୟସାଚୀ ପ୍ରଧାନଙ୍କ ମହତ୍ ପ୍ରୟାସକୁ ଭୁରି ଭୁରି ପ୍ରଶଂସା କରିଥିଲେ ଏଵଂ ଆଗକୁ ମଧ୍ୟ ଏଭଳୀ ପ୍ରୟାସ ଜାରି ରହିବ ବୋଲି ଆଶା ବ୍ୟକ୍ତ କରିଥିଲେ। ଏହି ଅବସରରେ ୪୦ ଜଣ ଛାତ୍ରଛାତ୍ରୀଙ୍କ ନିଜସ୍ଵ ଲେଖାରେ ପରିପୂର୍ଣ୍ଣ "ଆରମ୍ଭ"  ପତ୍ରିକା ଦ୍ୱିତୀୟ ସଂସ୍କରଣଟିକୁ ଅତିଥିବୃନ୍ଦଙ୍କ କରକମଳ ଦ୍ଵାରା ଉନ୍ମୋଚନ କରାଯାଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅନ୍ୟାନ୍ୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ସନ୍ତୋଷ କୁମାର ସାହୁ, ନିଶିକାନ୍ତ ପ୍ରଧାନ,ତ୍ରିରଙ୍ଗା ପ୍ରଧାନ ,ସୁବୋଧ କୁମାର ସାହୁ,ସାଗର ଦାସ,ସମୀର କୁମାର ପ୍ରଧାନ ଏଵଂ ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷକ,ଶିକ୍ଷୟତ୍ରୀ ଏଵଂ ଶିକ୍ଷାବିତ୍ ବ୍ୟକ୍ତିବୃନ୍ଦ ଉପସ୍ଥିତ ଥିଲେ। ପରେ ପ୍ରତ୍ୟେକ ପିଲାମାନଙ୍କୁ  ପତ୍ରିକା ବଣ୍ଟନ କରାଯାଇଥିଲା। ଶେଷରେ କମ୍ପ୍ୟୁଟର ଶିକ୍ଷକ ସନ୍ତୋଷ କୁମାର ସାହୁ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ୍ ସହ କୃତଜ୍ଞତା ଜ୍ଞାପନ କରିଥିଲେ।

News Comment

You Might Also Like

BACK TO TOP