Breaking News

ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||     

ପିପୁଲସକଲେଜ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ନବାଗତ ଛାତ୍ର, ଛାତ୍ରୀ ଙ୍କୁ ସ୍ୱାଗତ |

21-Aug-2025

ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନବାଗତଙ୍କୁ ସ୍ୱାଗତ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ୨୧/୮/୨୫ : 

ବୁଗୁଡାର ପିପୁଲସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନବାଗତ +୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ + ଦ୍ଵିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସପାଲ ଡକ୍ଟର ପୁରୁଷୋତ୍ତମ ମିଶ୍ର ଅଧ୍ୟକ୍ଷତା କରିବା ସହ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଅତିଥିଭାବେ ଭାଇସ ପ୍ରିନ୍ସପାଲ ହରିକୃଷ୍ଣ ନାୟକ, ଉଦ୍ଭିଦ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଡକ୍ଟର ଜୟରାମ ବିଷୋୟୀ ଓ ରାସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ମନୋଜ କୁମାର ଦାସ ଯୋଗଦେଇଥିଲେ। ଦ୍ଵିତୀୟ ଓ ତୃତୀୟ ବର୍ଷର ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିବା ପରେ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କୁ ଦ୍ଵିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ସ୍ୱାଗତ କରିବା ସହ ପରସ୍ପର ମଧ୍ୟରେ ଭାବର ଆଦାନ ପ୍ରଦାନ କରିଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀମାନଙ୍କୁ ପରିଶ୍ରମ କରି ଭଲଭାବେ ପାଠ ପଢି କଲେଜର ଗୌରବ ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ। ରାଜନୀତି ବିଜ୍ଞାନ ବିଭାଗ ଅଧ୍ୟାପକ ଲୋକନାଥ ବେହେରା ବିଭାଗର ନିୟମ ବିଷୟରେ ବକ୍ତବ୍ୟ ରଖିଥିବା ବେଳେ ଅନ୍ୟତମ ଅଧ୍ୟାପକ ପବିତ୍ର ଖଣ୍ଡୁଆଳ ଭବିଷ୍ୟତରେ ସୁନାଗରିକ ହେବା ପାଇଁ ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇଥିଲେ। ବିଭାଗର ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ ବିଭାଗର ଶୃଙ୍ଖଳା ରକ୍ଷା କରିବାକୁ ପରାମର୍ଶ ଦେବା ସହ ପୂର୍ବତନ ଛାତ୍ରଛାତ୍ରୀଙ୍କ ସଫଳତା ଉଲ୍ଲେଖ କରିବା ସହ ବର୍ତ୍ତମାନର ଛାତ୍ରଛାତ୍ରୀ ବୃନ୍ଦ ସେହି  ପରମ୍ପରାକୁ ଅବ୍ୟାହତ ରଖିବାକୁ ଉତ୍ସାହିତ କରିଥିଲେ। ପ୍ରିନ୍ସପାଲ ଡକ୍ଟର ମିଶ୍ର ନିଜ ବକ୍ତବ୍ୟରେ ରାଜନୀତି ବିଜ୍ଞାନ ବିଭାଗକୁ ପ୍ରଶଂସା କରିବା ସହ ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ଭାବେ ପାଠ ପଢିବା ପାଇଁ ପ୍ରେରଣା ପ୍ରଦାନ କରିଥିଲେ। ସମ୍ବର୍ଦ୍ଧନା ସଭାପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶେଷରେ ପ୍ରଥମ ବର୍ଷର ଛାତ୍ରୀମାନେ ଉଦଯାପନି ସଙ୍ଗୀତ ଗାନ କରିଥିବା ବେଳେ ଦ୍ଵିତୀୟ ବର୍ଷର ଛାତ୍ରୀ ଗୀତାଞ୍ଜଳୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP