Breaking News

ଡର ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||     

ଖଲ୍ଲିକୋଟ, ରେ ଶିକ୍ଷାଧିକାରୀ ଙ୍କ ତରଫରୁ ସମୀକ୍ଷା ବୈଠକ ଅନୁଷ୍ଠିତ |

23-Aug-2025

ଖଲ୍ଲିକୋଟ : ସମୀକ୍ଷା ବୈଠକ ଅନୁଷ୍ଠିତ

ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ତରଫରୁ ଏକ ସମୀକ୍ଷା ବୈଠକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ଏକ୍ ପେଡ୍ ମାଁ କେ ନାମ, ଅଧାରୁ ପାଠ ଛାଡୁଥିବା ପିଲାଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା, ୟୁ ଡାଇସ, ଜାତୀୟ ସାକ୍ଷରତା କାର୍ଯ୍ୟକ୍ରମ, ଜବାହର ନବୋଦୟ ଆବେଦନ, ପ୍ରାଥମିକ ବୃତ୍ତି ପରୀକ୍ଷା ପରିଚାଳନା, ଛାତ୍ର ଛାତ୍ରୀଙ୍କ ମାଗଣା ପୋଷାକ ବ୍ୟବସ୍ଥା, ସାଇକେଲ ସମ୍ବନ୍ଧୀୟ ତଥ୍ୟ, ଉଚ୍ଚ ବିଦ୍ୟାଳୟ ନଥିବା ଗ୍ରାମ ପଞ୍ଚାୟତ ଛାତ୍ର ଛାତ୍ରୀଙ୍କ ଯାତାୟାତ ଖର୍ଚ୍ଚ, ବିଦ୍ୟାଳୟ ନିରାପତ୍ତା ଅନୁଦାନ ସଠିକ୍ ବିନିଯୋଗ, ସ୍ୱଚ୍ଛ ହରିତ୍ ବିଦ୍ୟାଳୟ ଆଦି ବହୁବିଧ ବିଷୟରେ ସବିଶେଷ ଆଲୋଚନା ହୋଇଥିଲା ।
ଆୟୋଜିତ ବୈଠକରେ ବି. ଆର୍. ସି. ସି. ସୁଶ୍ରୀ ସୁଷମା ଶବର, ଏବିଇଓ ସୁଶାନ୍ତ କୁମାର ନାୟକ, ରବିନାରାୟଣ ସେଠୀ, ଏମ୍. ଆଇ. ଏସ୍. ମଧୁସ୍ମିତା ଆଚାର୍ଯ୍ୟଙ୍କ ସମେତ ସି. ଆର୍. ସି. ସି. କୃଷ୍ଣଚନ୍ଦ୍ର ପରିଡ଼ା, ପ୍ରଶାନ୍ତ କୁମାର ସେଠୀ, ରାଜେନ୍ଦ୍ର କୁମାର ପଣ୍ଡା, ଅନାଥ ବେହେରା, ନିରଞ୍ଜନ ସେଠୀ, ପ୍ରମୋଦ କୁମାର ପ୍ରଧାନ, ସୁଶୀଲ କୁମାର ପଣ୍ଡା, ଲିପନ କୁମାରୀ ପଣ୍ଡା, ରବୀନ୍ଦ୍ର କୁମାର ନାୟକ, ପ୍ରଜ୍ଞା କୁମାର ପଟ୍ଟନାୟକ, ନିରଞ୍ଜନ ଗୁରୁ, ପ୍ରକାଶ ଚନ୍ଦ୍ର ସେଠୀ, ପବିତ୍ର କୁମାର ବେହେରା, ଶୁଭେନ୍ଦୁ ରାଉତ, ଡକ୍ଟର ଦ୍ବାରିକାନାଥ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP